Posted inଫୁରସତ

ଛେଳି ପିଠିରେ ବସି ଜଙ୍ଗଲରେ ବୁଲୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବେଳେବେଳେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ, ଯାହା ମଣିଷମାନଙ୍କର ହୃଦୟ ଜିତିଥାଏ ଆଉ ଏମିତି ଭିଡିଓ ଦେଖିବାକୁ ବାରମ୍ବାର ମନ ହୁଏ। ଆପଣ ନିଶ୍ଚିତ ଭାବରେ ଇଣ୍ଟରନେଟ୍‌ରେ ପଶୁପକ୍ଷୀ ମଜା କରିବାର ଅନେକ ଭିଡିଓ ଦେଖିଥିବେ। କିନ୍ତୁ ଏବେ ଯେଉଁ ଭିଡିଓ ସାମ୍ନାକୁ ଆସିଛି ତାହା ସେମାନଙ୍କ ବନ୍ଧୁତାର ପରିଚୟ ଦେଉଛି। ସୋସିଆଲ ମିଡିଆରେ ମାଙ୍କଡ଼ ଏବଂ ଛେଳି ଏକା ସାଙ୍ଗରେ ଖାଉଥିବା ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓ ଆପଣଙ୍କ ହୃଦୟକୁ ନିଶ୍ଚିତ ଜିଣିବ।

ଭିଡିଓରେ ଦେଖିବାକୁ ମିଳିଛି, ଜଣେ ବ୍ୟକ୍ତି ଜଙ୍ଗଲରେ ଥାଇ ତାଙ୍କ ଛେଳିକୁ ଡାକୁଛନ୍ତି। ତାଙ୍କ ସ୍ବର ଶୁଣି ଜଙ୍ଗଲ ପାର୍ଶ୍ୱରୁ ଏକ ଛେଳି ତାଙ୍କ ପାଖକୁ ଆସୁଛି। କିନ୍ତୁ ଆଶ୍ଚର୍ଯ୍ୟର କଥା ହେଉଛି ଛେଳିର ବେକକୁ ଧରି ଏକ ମାଙ୍କଡ଼ ତା’ ପିଠି ଉପରେ ବସିଛି।

ଏହି ଭିଡିଓଟି Kristi Yamaguccimane (@wapplehouse ନାମକ ଏକ ଟୁଇଟର ଆକାଉଣ୍ଟରେ ଶେୟାର କରାଯାଇଛି।

ଗୋଟିଏ କୋଳି ନେବା ପରେ, ମାଙ୍କଡ଼ ଆଉ କିଛି କୋଳି ନେବାକୁ ଚାହୁଁଛି। ଏଥିପାଇଁ ତାକୁ ପ୍ରଥମେ ଏକ ଆରାମଦାୟକ ସ୍ଥାନ ଦରକାର ପଡୁଛି। ସେ ତା’ପରେ ଛେଳିର ପିଠିରେ ବସିପଡୁଛି। ଏହା ପରେ ସେ ଆରାମରେ କୋଳି ଖାଉଛି।

ଦୁଇଟି ଛୋଟ ତଥା ନିରୀହ ପ୍ରାଣୀଙ୍କ ମଧ୍ୟରେ ଅବିଶ୍ୱସନୀୟ ପ୍ରେମ ପ୍ରଦର୍ଶନ କରୁଥିବା ଏହି ଭିଡିଓକୁ ସୋସିଆଲ ମିଡିଆରେ ଲୋକମାନେ ପସନ୍ଦ କରୁଛନ୍ତି। ଏପର୍ଯ୍ୟନ୍ତ ୧୩ ଲକ୍ଷରୁ ଅଧିକ ଲୋକ ଏହି ଭିଡିଓକୁ ଦେଖିଥିବାବେଳେ ୬ ଲକ୍ଷରୁ ଅଧିକ ଲୋକ ଏହାକୁ ପସନ୍ଦ କରିଛନ୍ତି। ୧ ଲକ୍ଷରୁ ଅଧିକ ଲୋକ ଭିଡିଓକୁ ରିଟୁଇଟ୍‌ ବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri