Posted inଫୁରସତ

୧୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ‘ତୈମୁର’

ଇଦ୍‌-ଉଲ୍‌-ଜୁହାକୁ ନେଇ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଇଦ୍‌ ଉପଲକ୍ଷେ ବଜାରରେ ଛେଳିଙ୍କ ଦାମ୍‌ ମଧ୍ୟ ଆକାଶଛୁଆଁ। ଅନ୍‌ଲାଇନ୍‌ ମାର୍କେଟ୍‌ରେ ବି ଲକ୍ଷାଧିକ ଟଙ୍କାରେ ଛେଳି ବିକ୍ରି ହେଉଛନ୍ତି।

ଗୁଜରାଟର ସୁରଟଠାରେ ଜଣେ ବେପାରୀ ଇଦ୍‌ ପୂର୍ବରୁ ଏକ ବଡ଼ ପ୍ୟାକେଟ୍‌ ଲଗାଇଛନ୍ତି। ସେ ‘ତୈମୁର’ ନାମକ ଏକ ଛେଳିକୁ ୧୧ ଲକ୍ଷ ଟଙ୍କାରେ ବିକ୍ରି କରିଛନ୍ତି। ସୁରଟ ସହରର ସଗରାମପୁରା ଅଞ୍ଚଳରେ ରହୁଥିବା ଅଶଫାକ୍‌ ଛେଳି ବ୍ୟବସାୟ କରନ୍ତି। ଏଥର ମଧ୍ୟ ଇଦ୍‌ ପୂର୍ବରୁ ଉଚ୍ଚ ଦାମ୍‌ରେ ଛେଳି ବିକ୍ରି କରୁଛନ୍ତି। ବିକ୍ରି ପାଇଁ ରଖାଯାଇଥିବା ଛେଳିଗୁଡ଼ିକ ହେଲେ କଶ୍ମୀର, କାଠିଆଓ୍ବାଡି, ଜେଟା, କୋଟା ଏବଂ ଶିରୋଇନ ପ୍ରଜାତିର। ଏ ସମସ୍ତ ଛେଳିଗୁଡ଼ିକ ମଧ୍ୟରୁ ‘ତୈମୁର’ନାମକ ଛେଳି ସ୍ବତନ୍ତ୍ର ଅଟେ। ପଞ୍ଜାବୀ ପ୍ରଜାତିର ଏହି ଛେଳିର ଓଜନର ୧୯୨ କିଲୋଗ୍ରାମ। ଏହାର ଉଚ୍ଚତା ୪୬ ଇଞ୍ଚ। ଏହା ଦେଖିବାକୁ ବହୁତ ସୁନ୍ଦର।

ଅଶଫାକ କୁହନ୍ତି, ତୈମୁରକୁ ସୁରଟର ଜଣେ ବିଲ୍ଡର ୧୧ ଲକ୍ଷ ଟଙ୍କା ଦେଇ କିଣି ନେଇଛନ୍ତି। ଇଦ୍‌ ଦିନ ଏହାକୁ ମରାଯିବ। ତୈମୁରକୁ ପୂରା ସାଜସଜା କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri