ଛାଡ଼ଖାଇରେ କରୁଥିଲେ ଛେଳି ଚୋରି : ନିର୍ଧୁମ ଛେଚିଲେ ଗ୍ରାମବାସୀ

ଆନନ୍ଦପୁର,୯ା୧୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଚକ୍ରତୀର୍ଥ ନିକଟରୁ ଏକ ଛେଳିକୁ ବାଇକରେ ନେଇଯାଉଥିବା ବେଳେ ଗ୍ରାମବାସୀ ୨ ଜଣକୁ କାବୁ କରି ଉତ୍ତମ ମଧ୍ୟମ ଦେଇ ପୋଲିସ ଜିମା ଦେଇଛନ୍ତି।

୨ ଯୁବକ ସାଙ୍ଗଙ୍କ ସହ ଚକ୍ରତୀର୍ଥକୁ ବୁଲିବାକୁ ଆସିଥିଲେ। ସେଠାରେ ଭୋଜିଭାତ କରି ଖାଇଥିଲେ। ସେଠାରେ ଚରୁଥିବା ଗ୍ରାମର ଉତ୍କଳ ମହାପାତ୍ରଙ୍କ ଖେଳିକୁ ଭାତ ଖୁଆଇ କୌଶଳ କ୍ରମେ ବାଇକ୍‌ ଯୋଗେ ନେଇଯାଉଥିବା ବେଳେ ଗ୍ରାମବାସୀଙ୍କ ହାବୁଡ଼ରେ ପଡ଼ିଯାଇଥିଲେ। ଲୋକେ କାବୁ କରି ଉତ୍ତମ ମଧ୍ୟମ ଦେବା ସହ ପୋଲିସକୁ ଜଣାଇଥିଲେ। ପୋଲିସ ୨ ଯୁବକଙ୍କୁ ହେବାଜତକୁ ନେଇ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକଙ୍କ ଦାବି ପୂରଣ କରାଯାଉ: ଆଇନଜୀବୀଙ୍କ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର, ଓ ଜାତୀୟ ମାନବ ଅଧିକାର ଆୟୋଗରେ ଅଭିଯୋଗ

କୋରାପୁଟ/ନନ୍ଦପୁର,୩।୫(ଅମିତାଭ ବେହେରା/ତୁଷାର କାନ୍ତ ମହାନ୍ତି): ଭାରତୀୟ ସମ୍ବିଧାନରେ ଗଣମାଧ୍ୟମ  ଚତୁର୍ଥ ସ୍ତମ୍ଭ । ଗଣମାଧ୍ୟମ ପ୍ରତିନିଧି ସମସ୍ତ ପ୍ରତିକୂଳ ପରିସ୍ଥିତିର ସାମନା କରି ସରକାରଙ୍କ ଶାସନ ଓ…

ପୋଖରୀରେ ବୁଡି ଦୁଇ ନାବାଳିକା ଭଉଣୀଙ୍କ ଜୀବନ ଗଲା 

ବାଲେଶ୍ୱର/ରେମୁଣା/ ସଜନାଗଡ଼, ୩।୫( ବାଞ୍ଛାନିଧି ଦେ/ ରବୀନ୍ଦ୍ର ମହାକୁଡ଼/ ପ୍ରଶାନ୍ତ ବିଶ୍ୱାଳ ): ଗାଧୋଉଥିବା ବେଳେ ଘଟିଛି ଅଘଟଣ। ପୋଖରୀରେ ବୁଡି ଦୁଇ ନାବାଳିକା ସମ୍ପର୍କୀୟ ଭଉଣୀଙ୍କ…

UPI Payment: QR କୋଡ ବଦଳାଇ ଲୁଟୁଛନ୍ତି ଦୋକାନୀ, କେମିତି ରହିବେ ସତର୍କ ଜାଣନ୍ତୁ

ନୂଆଦିଲ୍ଲୀ,୩।୫: ଆଜିର ଦୁନିଆରେ, ଡିଜିଟାଲ ପେମେଣ୍ଟ ଏକ ଅତ୍ୟନ୍ତ ଆବଶ୍ୟକତା ପାଲଟିଛି। ଏହାର ଆଗମନ ପରଠାରୁ, ଆମକୁ ଆଉ ନଗଦ ଟଙ୍କା ବହନ କରିବାକୁ ପଡ଼ିବ ନାହିଁ,…

୨୧ ଉଚ୍ଚ ବିଦ୍ୟାଳୟର ୧୩୯୪ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ : ବ୍ଲକ ପାଇଁ ଗୌରବ ଆଣିଲେ ପ୍ରିୟଦର୍ଶିନୀ ରାଜଲକ୍ଷ୍ମୀ

ନନ୍ଦପୁର,୩ା୫(ତୁଷାର କାନ୍ତ ମହାନ୍ତି): ଦଶମ ବୋର୍ଡ ପରୀକ୍ଷାରେ କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୧ ଉଚ୍ଚ ବିଦ୍ୟାଳୟର ୧୩୯୪ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ପାଡୁଆ ଉଚ୍ଚ ବିଦ୍ୟାଳୟ…

ଅଂଶୁମାନ କୋରାପୁଟ ଜିଲା ଟପ୍ପର

ଜୟପୁର,୩ା୫(ପବନ ପାଣିଗ୍ରାହୀ): ଚଳିତବର୍ଷ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦର ପରିଚାଳିତ ମ୍ୟାଟ୍ରିକ ପରୀକ୍ଷାରେ କୋରାପୁଟ ଜିଲା ଜୟପୁର ଶାରଦା ବିହାର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ର ଅଂଶୁମାନ…

ଅନ୍ତଃବସ୍ତ୍ର ବିକି କୋଟିପତି, ୧୭୦୦କୋଟିର ମାଲିକ ଦୀନଦୟାଲଙ୍କ ମୃତ୍ୟୁ

ନୂଆଦିଲ୍‌ଲୀ,୩।୫: ‘ଡଲାର ଇଣ୍ଡଷ୍ଟ୍ରିଜ’ର ପ୍ରତିଷ୍ଠାତା ଦୀନଦୟାଲ ଗୁପ୍ତା। ସଲମାନ ଖାନଙ୍କଠାରୁ ଅକ୍ଷୟ କୁମାର ଏବଂ ସୈଫ ଅଲ୍ଲୀ ଖାନ ଏବଂ ୟାମୀ ଗୌତମଙ୍କଠାରୁ ଚିତ୍ରାଙ୍ଗଦା ସିଂହ ପର୍ଯ୍ୟନ୍ତ…

ଆମେରିକାର ନାକ ତଳେ ହର୍ମୁଜ ଅତିକ୍ରମ କଲା ଇରାନର ‘ସୁପର ଟ୍ୟାଙ୍କର’

ତେହରାନ,୩।୫: ଆମେରିକା ଏବଂ ଇରାନ ମଧ୍ୟରେ ସମୁଦ୍ରରେ ବର୍ତ୍ତମାନ ବିଲେଇ ଏବଂ ମୂଷାର ଏକ ବଡ଼ ଖେଳ ଚାଲିଛି। ଏକ ସାମ୍ପ୍ରତିକ ରିପୋର୍ଟ ସାରା ବିଶ୍ୱରେ ହଇଚଇ…

ମାଟ୍ରିକ ପରୀକ୍ଷାରେ ମାଲକାନଗିରିର ସଫଳତା:ଶୁଭଶ୍ରୀ ଜିଲା ଟପ୍ପର

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଶିବଦତ୍ତ ସାହୁ): ଚଳିତବର୍ଷ ବାର୍ଷିକ ମାଧ୍ୟମିକ ପରୀକ୍ଷା ଫଳରେ ମାଲକାନଗିରି ଜିଲାର ପାସ ହାର ରାଜ୍ୟର ହାରାହାରି ପାସ ହାରଠାରୁ ଅଧିକ ରହିବା ସହ ସର୍ବାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri