Posted inଜାତୀୟ

ଭଗବାନ ଲୋକଙ୍କ ପ୍ରାର୍ଥନା ଶୁଣିଲେ, କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧।୧୦: ଦିଲ୍ଲୀର ପ୍ରଦୂଷଣର ବିପଜ୍ଜନକ ପରିସ୍ଥିତି ସମ୍ପର୍କରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ରାଜଧାନୀ ଦିଲ୍ଲୀରେ ବର୍ଷା ପରେ ସୁପ୍ରିମକୋର୍ଟ କହିଛନ୍ତି, ଏଥିପାଇଁ ଦିଲ୍ଲୀ ସରକାରଙ୍କୁ ଧନ୍ୟବାଦ ଦେଇ ହେବ ନାହିଁ କିନ୍ତୁ କହିପାରିବା ଯେ ଭଗବାନ ଲୋକଙ୍କ ପ୍ରାର୍ଥନା ଶୁଣିଛନ୍ତି। ଗୁରୁବାର ରାତିରୁ ବର୍ଷା ପରେ ଦିଲ୍ଲୀରେ ପ୍ରଦୂଷଣ ସ୍ତରରେ ହ୍ରାସ ଘଟିବ ବୋଲି ଆଶା କରାଯାଉଛି।
ତିନିଜଣ ବିଚାରପତିଙ୍କ ଏକ ବେଞ୍ଚ ସୁପ୍ରିମକୋର୍ଟରେ ପ୍ରଦୂଷଣ ମାମଲାର ଶୁଣାଣି କରୁଛନ୍ତି। ଏହି ସମୟ ମଧ୍ୟରେ ବେଞ୍ଚ କହିଛନ୍ତି ଯେ, ଗତ ୬ ବର୍ଷ ଧରି ଏହି ସମସ୍ୟା କେବଳ ଆଲୋଚନା ହେଉଛି, କୌଣସି ସମାଧାନ ମିଳୁନାହିଁ। ପ୍ରତିବର୍ଷ ସରକାର ଆମର ହସ୍ତକ୍ଷେପ ପରେ କିଛି କରୁଥିବା ଦେଖାଯାଏ।
ଦିଲ୍ଲୀ ସରକାରଙ୍କୁ ତାଗିଦ କରି କୋର୍ଟ କହିଛନ୍ତି,ଆମେ ପଚାରିଥିଲୁ କିଛି ସମୟ ପାଇଁ ଦିଲ୍ଲୀ ଆସୁଥିବା ଅନ୍ୟ ରାଜ୍ୟରୁ ଟ୍ୟାକ୍ସି ଉପରେ ପ୍ରତିବନ୍ଧକ ଲଗାଯାଇପାରିବ କି ନାହିଁ, ଆପଣ କହୁଛନ୍ତି ଯେ ଆପଣ ଟ୍ୟାକ୍ସି ପାଇଁ ମଧ୍ୟ ଅଡ୍‌-ଇଭେନ୍‌ ଲାଗୁ କରିବାକୁ ଚାହୁଁଛନ୍ତି। ଏଥିପାଇଁ ଆମର ଆଦେଶ କ’ଣ ଆବଶ୍ୟକ? ଆପଣ ନିଜ ଭାରକୁ କୋର୍ଟ ଉପରେ ରଖିବାକୁ ଚାହୁଁଛନ୍ତି।
ଶୁକ୍ରବାର ଦିଲ୍ଲୀ-ଏନସିଆରରେ ବର୍ଷା ପରେ ଲୋକମାନେ ପ୍ରଦୂଷଣରୁ ମୁକ୍ତି ପାଇଛନ୍ତି। ନିକଟରେ ପ୍ରଦୂଷଣର ବିପଦପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର କୃତ୍ରିମ ବର୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ, ତଥାପି ପ୍ରାକୃତିକ ବର୍ଷା ଏହି କାର୍ଯ୍ୟକୁ ସରକାରଙ୍କ ପାଇଁ ସହଜ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?