ଭଗବାନ ମୋ ସହ ଅଛନ୍ତି….ଆକ୍ରମଣ ପରେ ପ୍ରଥମଥର ମୁହଁ ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୯।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ପରେ ପ୍ରଥମ ଥର ପାଇଁ ଜନତାଙ୍କୁ ସମ୍ବୋଧିତ କରିଛନ୍ତି। ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ସେ ଏକ ଜବରଦସ୍ତ ବିଜୟ ହାସଲ କରିବେ ବୋଲି ସେ କହିଛନ୍ତି। ୱିସ୍କୋସିନ ଅନ୍ତର୍ଗତ ମିଲୱାକ୍‌ରେ ରିପବ୍ଲିକାନ ନ୍ୟାଶନାଲ କନକ୍ଲେଭରେ ଟ୍ରମ୍ପ ଯୋଗ ଦେଇଥିଲେ। ଟ୍ରମ୍ପ ଆନୁଷ୍ଠାନିକ ଭାବରେ ରିପବ୍ଲିକାନ ପାର୍ଟିରୁ ରାଷ୍ଟ୍ରପତିଙ୍କ ନାମାଙ୍କନ ଗ୍ରହଣ କରିଛନ୍ତି। ଏହି ସମୟରେ ସେ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ।

ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆଜିଠାରୁ ଚାରି ମାସ ଆମକୁ ଏକ ବଡ଼ ବିଜୟ ମିଳିବ। ସେ ପ୍ରତିଶ୍ରୁତି ଦେଇଛନ୍ତି, ସେ କେବଳ ଅଧା ଦେଶ ପାଇଁ ନୁହେଁ ସମଗ୍ର ଆମେରିକା ପାଇଁ ରାଷ୍ଟ୍ରପତି ହେବେ। ତାଙ୍କ ଉପରେ ହୋଇଥିବା ଆକ୍ରମଣ ବିଷୟରେ ଟ୍ରମ୍ପ ଜାତୀୟ ସମ୍ମିଳନୀରେ ସେହି ଭୟାନକ ମୁହୂର୍ତ୍ତ ବିଷୟରେ କହିଥିଲେ। ସେ କହିଥିଲେ, ଚାରିଆଡେ ରକ୍ତ ପ୍ରବାହିତ ହେଉଛି, କିନ୍ତୁ ମୁଁ ନିଜକୁ ସୁରକ୍ଷିତ ମଣୁଛି କାରଣ ଭଗବାନ ମୋ ସହିତ ଅଛନ୍ତି। ଯଦି ମୁଁ ଶେଷ ମୁହୂର୍ତ୍ତରେ ମୁଣ୍ଡ ନୁଆଁଇ ନ ଥା’ନ୍ତି, ତେବେ ହତ୍ୟାକାରୀଙ୍କ ଗୁଳି ଟାର୍ଗେଟରେ ହୋଇଥାନ୍ତା ଏବଂ ମୁଁ ଆଜି ଆପଣଙ୍କ ସହ ନ ଥା’ନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri