‘ଈଶ୍ୱର ରାଜାଙ୍କୁ ରକ୍ଷା କରନ୍ତୁ ’

ଲଣ୍ଡନ, ୭।୫: ଗତବର୍ଷ ସେପ୍ଟେମ୍ବର ୮ରେ ବ୍ରିଟେନର ମହାରାଣୀ ଏଲିଜାବେଥ୍‌ ୨ୟଙ୍କ ପରଲୋକ ଘଟିଥିଲା। ଏଲିଜାବେଥଙ୍କ ପରେ କିଙ୍ଗ୍‌ ଚାଲର୍‌ସ ୩ୟ ହିଁ ଥିଲେ ବ୍ରିଟେନ୍‌ ରାଜା ହେବା ପାଇଁ ଦାବିଦାର। ପ୍ରିନ୍ସ ଅଫ୍‌ ଓ୍ବେଲ୍ସର ଭାବେ ବହୁ ବର୍ଷ ଦାୟିତ୍ୱରେ ରହିବା ପରେ ଏଲିଜାବେଥଙ୍କ ପରେ ଚାଲର୍‌ସ ୩ୟଙ୍କ ନାମ ରାଜା ଭାବେ ଘୋଷଣା କରାଗଲା। ଏହାପରଠାରୁ ଚାଲର୍‌ସଙ୍କ ନାମ ପୂର୍ବରୁ ଯୋଡ଼ି ହୋଇଗଲା କିଙ୍ଗ୍‌। ସ୍ତ୍ରୀ କାମିଲା ହୋଇଗଲେ କୁଇନ୍‌ ଅଫ୍‌ କନ୍‌ଶଟ୍‌। ପାଖାପାଖି ୭ ମାସ ବ୍ରିଟେନ୍‌ ରାଜକାର୍ଯ୍ୟ ତୁଲାଇବା ପରେ ଶନିବାର ଓ୍ବେଷ୍ଟମିନ୍‌ଷ୍ଟର ଆବେଠାରେ ରାଜା ଚାଲର୍‌ସ ୩ୟ ଏବଂ ରାଣୀ କାମିଲାଙ୍କ ରାଜ୍ୟାଭିଷେକ କରାଯାଇଛି। ୩ ଦିନ ଧରି ଏହି କାର୍ଯ୍ୟକ୍ରମ ଦେଶବ୍ୟାପୀ ଚାଲିବ। ରାଜ୍ୟାଭିଷେକ ସାରି ବକିଂହାମ ପ୍ୟାଲେସକୁ ଫେରିବା ସମୟରେ ରାସ୍ତାକଡ଼ରେ ଛିଡ଼ା ରହିଥିବା ଚାଲର୍‌ସଙ୍କ ପ୍ରଶଂସକ ‘ଈଶ୍ୱର ରାଜାଙ୍କୁ ରକ୍ଷା କରନ୍ତୁ’ ବୋଲି ନାରା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri