Posted inଜାତୀୟ

ଭଗବାନ ଆମ ଜୀବନ ବଞ୍ଚାଇ ଦେଲେ: ସମ୍ବିତ ପାତ୍ର

କୋଲକାତା,୧୦।୧୨-ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ କାର ଉପରକୁ ଗୁରୁବାର ଆକ୍ରମଣ ହୋଇଛି। ଫଳରେ କାରର କାଚ ଭାଙ୍ଗି ଚୁରମାର୍‌ ହୋଇଯାଇଛି। ଦୁର୍ବୃତ୍ତମାନେ ଅତର୍କିତ ତାଙ୍କ କାର ଉପରକୁ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏ ନେଇ ନିଜେ ସମ୍ବିତ୍‌ ଟୁଇଟ ସୂଚନା ଦେଇଛନ୍ତି।
ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ପଶ୍ଚିମବଙ୍ଗରେ ଆମ କାରକୁ ଆକ୍ରମଣ ହୋଇଛି। କାରରେ ମଁ, ଶିବପ୍ରକାଶ, ସଞ୍ଜୟ ମୟୁଖ ଯାଉଥିଲୁ। ଆକ୍ରମଣରେ କାରରେ ଥିବା ଜଣେ କାର୍ଯ୍ୟକର୍ତ୍ତା ଆହତ ହୋଇଛନ୍ତି। ଭଗବାନ ଆମ ଜୀବନ ବଞ୍ଚାଇ ଦେଲେ ବୋଲି ସମ୍ବିତ ଟୁଇଟରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ଚାନ୍ଦା ସଂଗ୍ରହ ଅଭିଯାନ

ନୂଆଦିଲ୍ଲୀ, ୨୬।୧୨(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀ ଅବସରରେ ଶନିବାର ଭାଜପା ପକ୍ଷରୁ ସ୍ବତନ୍ତ୍ର ମାଇକ୍ରୋ ଡୋନେଶନ ଅଭିଯାନ ଆରମ୍ଭ ହୋଇଛି। ସଭ୍ୟ...

ପୁଣି ଭାଜପାକୁ ଟାର୍ଗେଟ କଲେ ମମତା

କୋଲକାତା,୧୩ ।୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଊପରେ ବର୍ଷିଛନ୍ତି । ଗୁରୁବାର କୋଲକାତାରେ ଆୟୋଜିତ ଏକ...

ପଶ୍ଚିମବଙ୍ଗ ନାମ ହେବନି ବାଂଲା: ଦାବିକୁ ମୋଦି ସରକାର କଲେ ଅଗ୍ରାହ୍ୟ

ନୂଆଦିଲ୍ଲୀ,୩।୭: ପଶ୍ଚିମବଙ୍ଗ ନାମକୁ ବାଂଲା କରିବା ପାଇଁ କରାଯାଇଥିବା ଦାବିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅଗ୍ରାହ୍ୟ କରିଛନ୍ତି। ବୁଧବାର ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ...

ଛାତ୍ରୀଙ୍କ ମୁହଁରେ କେକ୍‌ ବୋଳିବା ପଡ଼ିଲା ମହଙ୍ଗା

ନୂଆଦିଲ୍ଲୀ, ୧୩।୯: ଉତ୍ତରପ୍ରଦେଶର ରାମପୁରସ୍ଥିତ ଏକ ଜଣାଶୁଣା ପ୍ରାଇମେରି ସ୍କୁଲର ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି ଛାତ୍ରୀଙ୍କ ମୁହଁରେ କେକ୍‌ ବୋଳିବା। କ୍ୟାମେରା ଆଗରେ ଜବରଦସ୍ତି...

ନ୍ୟାୟପାଳିକା ଉପରେ ଲୋକଙ୍କର ଭରସା ନାହିଁ: ରାହୁଲ

ଥୁତୁକୁଡି,୨୭ ।୨: ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ତାରିଖ ଘୋଷଣା ହେବା ପରେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ଥୁତୁକୁଡି ଜିଲାରେ...

ଆକାଶରୁ ଶୁଭୁଛି ‘ଜୟ ଶ୍ରୀରାମ’

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ଭୁମି ପୂଜନ ସମାରୋହ ବୁଧବରାର ଅନୁଷ୍ଠିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର...

‘ଭାରତୀୟ ସେନା ଉପରେ ଆମର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି’

ଇଟାନଗର,୨୦।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗ ସେକ୍ଟରରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ଲଗାତାର ଆଲୋଚନା ହେଉଛି। ଏହି ସମୟରେ, ତୱାଙ୍ଗ...

ଦିଲ୍ଲୀ ପୋଲିସ ମାମଲା ଦାଏର କରିବା ପରେ ଗ୍ରେଟା କହିଲେ କିଛି ଭୟ ନାହିଁ

ନୂଆଦିଲ୍ଲୀ, ୫ା୨:ନଭେମ୍ବର ୨୬ରୁ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ ଲକ୍ଷାଧିକ ଚାଷୀ କେନ୍ଦ୍ରର କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଡ଼ିବସିଛନ୍ତି। କୃଷକଙ୍କୁ ଦମନ...

Advertisement
Archives

Model This Week