ଦୀର୍ଘ ଦିନ ଧରି ଫିଲ୍ମ ‘ଗଡଫାଦର’କୁ ନେଇ ଚର୍ଚ୍ଚା ହେଉଥିଲା। ବର୍ତ୍ତମାନ ଏହି ଫିଲ୍ମର ଟିଜର ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଟିଜରରେ ଦେଖିବାକୁ ମିଳିଛି, ଏକ କାର ଯାଉଛି, ଯେଉଁଥିରୁ ଚିରଞ୍ଜୀବୀ ଓହ୍ଲାଉଛନ୍ତି। କଳା କୁର୍ତ୍ତା-ପାଇଜାମା ଏବଂ କଳା ଚଷମା ପିନ୍ଧି ମେଗାଷ୍ଟାର ରାଉଡି ପରି ଦେଖାଯାଉଛନ୍ତି। ତାଙ୍କର ଏହି ଲୁକକୁ ପ୍ରଂଶସକ ବେଶ ପସନ୍ଦ କରୁଛନ୍ତି। ଏହି ଫିଲ୍ମକୁ ନେଇ କେବଳ ସାଉଥ ଦର୍ଶକଙ୍କ ମଧ୍ୟରେ କ୍ରେଜ ଦେଖା ଯାଇ ନାହିଁ ବରଂ ବଲିଉଡ୍ରେ ମଧ୍ୟ ଉତ୍ସାହ ଦେଖିବାକୁ ମିଳିଛି। କାରଣ ସଲମାନ ଖାନ ସାଉଥ ଇଣ୍ଡଷ୍ଟ୍ରିରେ ନିଜର ଅଭିନୟ ଯାଦୁ ଦେଖାଇବାକୁ ଯାଉଛନ୍ତି। ଯେଉଁ କାରଣରୁ ଫ୍ୟାନ୍ସ ବହୁତ ଉତ୍ସାହିତ ଅଛନ୍ତି। ଟିଜର ଭିଡିଓ ସହିତ ଚିରଞ୍ଜୀବୀଙ୍କ ପୁଅ ରାମ ଚରଣ ମଧ୍ୟ ତାଙ୍କ ଟୁଇଟର ଆକାଉଣ୍ଟରେ ପୋଷ୍ଟର ଶେୟାର କରିଛନ୍ତି। ଏହାକୁ ଶେୟାର କରି ସେ ଲେଖିଛନ୍ତି ‘ଗଡଫାଦର ଆସିଗଲେ’।
ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ
ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…
କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର
ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…
ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…
ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…
୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍ରେ ହ୍ରିତିକ୍ ରୋଶନଙ୍କ ଗର୍ଲଫ୍ରେଣ୍ଡ
ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…
ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ
ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…
ଦ୍ୱିତୀୟ ବିବାହ କଲେ ରାପର୍ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ
ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…
ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…
୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…
Archives

