Posted inଜାତୀୟ

ଗୋଧ୍ରା ଟ୍ରେନରେ ନିଆଁ ଲଗାଇବା ମାମଲା: ୮ ଦୋଷୀଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୪: ଗୁଜରାଟ ଗୋଧ୍ରାରେ ସାବରମତି ଏକ୍ସପ୍ରେସରେ ନିଆଁ ଲଗାଇବା ମାମଲାରେ ସୁପ୍ରିମକୋର୍ଟ ୮ଜଣ ଦୋଷୀଙ୍କୁ ଜାମିନ ଦେଇଛନ୍ତି। ସବୁ ଦୋଷୀ ଆଜୀବନ କାରାଦଣ୍ଡ ଭୋଗୁଥିଲେ। ଏହାପୂର୍ବରୁ ସୁପ୍ରିମକୋର୍ଟ ଏହି ମାମଲାର ଦୋଷୀ ସାବ୍ୟସ୍ତ ହୋଇଥିବା କେତେକଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଥିଲେ। ଏହି ଦୋଷୀମାନଙ୍କ ମଧ୍ୟରେ ସେହି ଆବେଦନକାରୀ ଅଛନ୍ତି ଯେଉଁମାନେ ତଳ କୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିଲେ, କିନ୍ତୁ ଗୁଜରାଟ ହାଇକୋର୍ଟଙ୍କ ଦ୍ୱାରା ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିଲେ।

ଏଠାରେ କହି ରଖୁଛୁ କି, ୫୧ଜଣଙ୍କୁ ଏହି ମାମଲାରେ ଗିରଫ କରାଯାଇଥିଲା। ତଳ କୋର୍ଟ ଏହି ମାମଲାରେ ୩୧ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଏଥିମଧ୍ୟରୁ ୧୧ଜଣଙ୍କୁ ମୃତ୍ୟୁଦଣ୍ଡ ଓ ୨୦ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଥିଲେ। ତେବେ ହାଇକୋର୍ଟ ଏହି ମାମଲାରେ ମୃତ୍ୟୁଦଣ୍ଡକୁ ହ୍ରାସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?