ଗୋଦରେଜ୍‌ ଲକ୍ସର ‘ହର୍‌ ଘର୍‌ ସୁରକ୍ଷିତ’

ନୂଆଦିଲ୍ଲୀ,୨୨।୧୧: ଗୋଦରେଜ୍‌ ଲକ୍ସ ପକ୍ଷରୁ ନିକଟରେ ଗୃହ ସୁରକ୍ଷା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ନୂଆ କାର୍ଯ୍ୟକ୍ରମ ‘ଲାଇଭ୍‌ ସେଫ୍‌ ଓ ଲାଇଫ ଫ୍ରି’ର ଶୁଭାରମ୍ଭ ମଧ୍ୟ କରାଯାଇଛି। ଏପରିକି ଗାଦରେଜ୍‌ ଲକ୍ସର ଜାତୀୟସ୍ତରର ଜନ ସଚେତନତା ଅଭିଯାନ ‘ହର୍‌ ଘର୍‌ ସୁରକ୍ଷିତ’ର ୪ର୍ଥ ବାର୍ଷିକ ଉତ୍ସବ ମଧ୍ୟ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମୁମ୍ବାଇର ଡେପୁଟି ପୋଲିସ କମିଶନର୍‌ (ଜୋନ୍‌ ୭) ପ୍ରଶାନ୍ତ କଦମ୍‌ ଏବଂ ଲୋକପ୍ରିୟ ଟିଭି ଶୋ’ ସିଆଇଡିର ଚର୍ଚ୍ଚିତ ଚେହେରା ଦୟାନନ୍ଦ ସେଟ୍ଟୀଙ୍କ ଉପସ୍ଥିତିରେ ଗୋଦରେଜ୍‌ ଲକ୍ସର ଗୃହ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରାଯାଇଛି। ଏହି ଅଭିଯାନ ଜରିଆରେ ଦେଶର ସବୁଠୁ ଅସୁରକ୍ଷିତ ୧୦ ସହରର ୫୨ଟି ସ୍ଥାନ ଅଥବା ୫୨ସପ୍ତାହରେ ସୁରକ୍ଷା ପ୍ରଦାନ କରିବା ଲାଗି କମ୍ପାନୀ ଗୃହ ସୁରକ୍ଷା ସଚେତନତା ଅଭିଯାନର ଆୟୋଜନ କରିବ।
ଏ ସମ୍ପର୍କରେ ଗୋଦରେଜ୍‌ ଲକ୍ସର ବ୍ୟବସାୟ ମୁଖ୍ୟ ଶ୍ୟାମ୍‌ ମୋତୱାନି କହିଛନ୍ତି,‘ଲାଇଭ୍‌ ସେଫ୍‌, ଲାଇଭ୍‌ ଫ୍ରି’ ବିଷୟରେ ଘୋଷଣା କରି ଆମେ ଅତ୍ୟନ୍ତ ଆନନ୍ଦିତ। ଯାହାର ଲକ୍ଷ୍ୟ ହେଉଛି ଅତ୍ୟଧିକ ଚୋରି ଭଳି ଘଟଣା ଘଟୁଥିବା ୫୨ଟି ସ୍ଥାନକୁ ଚିହ୍ନଟ କରି ସାରା ଦେଶରେ ସୁରକ୍ଷାକୁ ନେଇ ରହିଥିବା ଚିନ୍ତାର ମୁକାବିଲା କରିବା। ଏହାଦ୍ୱାରା ନାଗରିକମାନେ ସେମାନଙ୍କ ସୁରକ୍ଷାର ମାନ ବିଷୟରେ ଜାଣିପାରିବେ ଏବଂ ଘର ସୁରକ୍ଷାରେ ରହିଥିବା ଅଭାବର ମୁକାବିଲା କରିବା ଲାଗି ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?