Posted inଫୁରସତ

ଭଗବାନ୍‌ଙ୍କ ସବୁଠୁ ମୂଲ୍ୟବାନ୍‌ ଉପହାର ମାତାପିତା

ଭାରତୀୟ ସଂସ୍କୃତିରେ ମାତାପିତାଙ୍କୁ ଚଳନ୍ତି ଭଗବାନ ମାନ୍ୟତା ଦିଆଯାଇଛି। କୁହାଯାଏ ଯେ, ମାତାପିତା ହେଉଛନ୍ତି ଭଗବାନଙ୍କ ଦ୍ୱାରା ଦିଆଯାଇଥିବା ସବୁଠାରୁ ମୂଲ୍ୟବାନ ଉପହାର ଏବଂ ଜୀବନରେ କେହି ସେମାନଙ୍କ ସ୍ଥାନ ନେଇ ପାରିବେ ନାହିଁ। ମାତାପିତାଙ୍କ ଉତ୍ସର୍ଗ, ପ୍ରେମ ଓ ବଳିଦାନକୁ ସମ୍ମାନ ଦେବା ପାଇଁ ‘ଗ୍ଲୋବାଲ ପ୍ୟାରେଣ୍ଟସ ଡେ’ ପ୍ରତିବର୍ଷ ଜୁନ ୧ରେ ପାଳନ କରାଯାଏ। ମାତାପିତାଙ୍କ ବଳିଦାନକୁ ପ୍ରଶଂସା କରିବା ପାଇଁ ‘ଗ୍ଲୋବାଲ ପ୍ୟାରେଣ୍ଟସ ଡେ’ ଏକ ବିଶେଷ ସୁଯୋଗ ପ୍ରଦାନ କରେ।
ଜାତିସଂଘର ସାଧାରଣ ସଭା ଦ୍ୱାରା ୨୦୧୨ରେ ଏକ ସଂକଳ୍ପ ପାରିତ କରି ଜୁନ୍‌ ୧କୁ ‘ଗ୍ଲୋବାଲ ପ୍ୟାରେଣ୍ଟସ ଡେ’ ଭାବେ ପାଳନ କରାଯିବାକୁ ଘୋଷଣା କରାଯାଇଥିଲା। ବିଭିନ୍ନ ଦେଶରେ ଏହା ବିଭିନ୍ନ ତାରିଖରେ ପାଳନ କରାଯାଏ। ଆମେରିକାରେ ଯେପରି ଏହା ଜୁଲାଇ ମାସର ଚତୁର୍ଥ ରବିବାର, ଦକ୍ଷିଣ କୋରିଆ ମେ ୮ରେ ପାଳନ କରାଯାଏ। ଦୈନନ୍ଦିନ ଜୀବନରେ ଦାୟିତ୍ୱପ୍ରାପ୍ତ ମାତାପିତାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମଧ୍ୟ ଦିନଟି ସ୍ବୀକୃତି ଦେଇଥାଏ। ଚଳିତବର୍ଷ ‘ଗ୍ଲୋବାଲ ପ୍ୟାରେଣ୍ଟସ ଡେ’ର ଥିମ୍‌ ରହିଛି ‘ଦ ପ୍ରମିଜ୍‌ ଅଫ୍‌ ପ୍ଲେଫୁଲ୍‌ ପ୍ୟାରେଣ୍ଟିଙ୍ଗ୍‌’।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri