Posted inଜାତୀୟ

ଗଡସେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ, ପ୍ରଜ୍ଞା ତାଙ୍କ ଆତ୍ମାକୁ ହତ୍ୟା କଲେ: କୈଳାସ ଶତ୍ୟାର୍ଥୀ

ନୂଆଦିଲ୍ଲୀ,୧୮।୫: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ କମଲ ହାସନ ଦେଇଥିବା ବୟାନ ପରେ ରାଜନୀତି ହୋଇଥିଲା ସରଗରମ। ହାସନ ନାଥୁରାମ ଗଡସେଙ୍କୁ ପ୍ରଥମ ହିନ୍ଦୁ ଆତଙ୍କବାଦୀ କହିଥିବା ବେଳେ ଭାଜପା ନେତ୍ରୀ ପ୍ରଜ୍ଞା ସିଂ ଠାକୁର କହିଥିଲେ ଗଡସେ ଦେଶଭକ୍ତ। ଏହାପରେ ଏହାକୁ ନେଇ ଉଠିଥିଲା ନାନା ବିବାଦ। ଏବେ ଏହି ବିବାଦକୁ ନେଇ ଟୁଇଟ୍‌ କରିଛନ୍ତି ନୋବୋଲ ବିଜେତା କୈଳାସ ଶତ୍ୟାର୍ଥୀ। ୬୫ ବର୍ଷୀୟ ଏହି ଶିଶୁ ଅଧିକାର କର୍ମୀ କହିଛନ୍ତି, ଗଡସେ ମାହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ, ହେଲେ ପ୍ରଜ୍ଞା ଯେଉଁ ମନ୍ତବ୍ୟ ଦେଇଛନ୍ତି ସେଥିରେ ତାଙ୍କ ଆତ୍ମାକୁ ହତ୍ୟା କରାଯାଇଛି। ସେ କହିଛନ୍ତି ଗାନ୍ଧୀ ସବୁ ଦଳରୁ ଊର୍ଦ୍ଧ୍ୱରେ ଥିଲେ। ତେଣୁ ତାଙ୍କୁ ନେଇ ରାଜନୀତିରେ ଫାଇଦା ଉଠାଇବା ଉଚିତ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri