ପଶ୍ଚିମବଙ୍ଗ ଗଲେ ଆର୍‌ଟିପିସିଆର ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର,୬।୫(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧି ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ପଶ୍ଚିମବଙ୍ଗ ସରକାର ଅନ୍ୟ ରାଜ୍ୟରୁ ଯାଉଥିବା ଯାତ୍ରୀମାନଙ୍କ ଆର୍‌ପିସିଆର ନେଗେଟିଭ୍‌ ରିପୋର୍ଟକୁ ବାଧ୍ୟତାମୂଳକ କରିଛନ୍ତି। ଏହାକୁ ନେଇ ଭୁବନେଶ୍ବର ରେଳ ଷ୍ଟେଶନରେ କଟକଣା ଲାଗୁ କରାଯାଇଛି।

ଅନ୍ୟ ରାଜ୍ୟରୁ ପଶ୍ଚିମବଙ୍ଗର ଯେକୌଣସି ସ୍ଥାନକୁ ଯାଉଥିବା ଟ୍ରେନ୍‌ ଯାତ୍ରୀମାନଙ୍କୁ ଆର୍‌ଟିପିସିଆର୍‌ ନେଗେଟିଭ୍‌ ରିପୋର୍ଟ ଥିବା ଆବଶ୍ୟକ। ଏହି ରିପୋର୍ଟ ମୂଳ ଷ୍ଟେଶନରୁ ଟ୍ରେନ୍‌ ଛାଡ଼ିବାର ୭୨ ଘଣ୍ଟା ମଧ୍ୟରେ ପରୀକ୍ଷା କରାଯାଇଥିବା ଆବଶ୍ୟକ।

ପୁରୀ, ଭୁବନେଶ୍ୱର ଏବଂ ସମ୍ବଲପୁରରୁ ପଶ୍ଚିମବଙ୍ଗ ଯାଉଥିବା ଟ୍ରେନ୍‌ ଯାତ୍ରୀମାନଙ୍କୁ ଆର୍‌ଟିପିସିଆର ନେଗେଟିଭ୍‌ ରିପୋର୍ଟ ଆଣିବା ବାଧ୍ୟତାମୂଳକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୭ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ପରେ ଏବେ ଲିଙ୍ଗରାଜ ମନ୍ଦିର ଖୋଲାଯିବ। ଆସନ୍ତା ୨୭ ତାରିଖରୁ ମନ୍ଦିର ଖୋଲିବ। ଏନେଇ ପ୍ରଶାସନିକ ବୈଠକରେ ନିଷ୍ପତ୍ତି ନିଆଯାଇଛି। ୨୭ରୁ...

ଘାରିଛି ହେଲ୍‌ମେଟ୍‌ ଭୟ: ବଢ଼ିଛି ବ୍ୟବସାୟ

କଟକ ଅଫିସ,୧୦।୯: ନିଦ ହଜାଇ ସାରିଲାଣି ମୋଟର ଯାନ ଆଇନ-୨୦୧୯। ନିୟମ ଉଲ୍ଲଂଘନ କରି ଯାତାୟତ କରୁଥିବା ବାଇକ ଚାଳକମାନେ ଏବେ ଟ୍ରାଫିକ ପୋଲିସକୁ ଦେଖି...

ଉଜୁଡୁଛି ଜଙ୍ଗଲ ଜମି

ସଦାଶିବ ପ୍ରହରାଜ ନବରଙ୍ଗପୁର,୨୬୧୧(ବି.ପ୍ର.): ନବରଙ୍ଗପୁର ଜିଲାରେ ଉଜୁଡ଼ିଯାଇଛି ୧୭ ହଜାର ହେକ୍ଟରରୁ ଊର୍ଦ୍ଧ୍ୱ ଜଙ୍ଗଲ। ଏହାର ଅନ୍ୟତମ ପ୍ରମୁଖ କାରଣ ହେଉଛି ଜଙ୍ଗଲ ଜମିରେ ବେଆଇନ...

ଆମିକସ୍‌ କ୍ୟୁରିଙ୍କ ଶ୍ରୀମନ୍ଦିର ପରିଦର୍ଶନ

ପୁରୀ ଅଫିସ୍‌.୭।୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ରଞ୍ଜିତ୍‌ କୁମାର ଓ ସଲିସିଟର ଜେନେରାଲ ତୁଷାର ମେହେଟା ଶନିବାର ସକାଳେ...

ଅନୁଗୋଳରେ କାଳବୈଶାଖୀ:ଗଛ ଭାଙ୍ଗି ରାସ୍ତା ବନ୍ଦ, ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ଅନୁଗୋଳ ଅଫିସ, ୨୩।୪ଅନୁଗୋଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଲୋକଙ୍କୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ବହୁ ସ୍ଥାନରେ ଗଛ ଡାଳ ଭାଙ୍ଗି ରାସ୍ତା ଅବରୋଧ...

ଖୋଲୁଛି ରସିକିଆ ନକଲି ଡାକ୍ତରଙ୍କ ଗୁମର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ଏମବିବିଏସ୍‌ ନୁହଁ ବରଂ ଏହି ରସିକିଆ ଡାକ୍ତର ମାଟ୍ରିକ ଫେଲ୍‌...

ଏସ୍‌ଏମ୍‌ସି ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ: ତରଳ ଲୁହା ପଡ଼ି ଶ୍ରମିକ ଗୁରୁତର

ଝାରସୁଗୁଡ଼ା ଅଫିସ,୨୮।୧୧: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ଅଧୀନ ହିର୍ମାସ୍ଥିତ ଏସ୍‌ଏମ୍‌ସି ଷ୍ଟିଲ୍‌ ଆଣ୍ଡ ପାୱାର ପ୍ଲାଣ୍ଟରେ ରବିବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି।...

୩୦ ରାତିରୁ ପୁରୀ ଜିଲାରେ କର୍ଫ୍ୟୁ

ପୁରୀ ଅଫିସ,୨୭।୬- ବିଶ୍ୱ ପ୍ରସିଦ୍ଧ ବାହୁଡା ରଥଯାତ୍ରା ପାଇଁ ପୁଣି ପୁରୀ ଜିଲାରେ ଜାରି ହେବ କର୍ଫ୍ୟୁ। ଜୁନ ୩୦ ରାତି ୧୦ଟାରୁ ଜୁଲାଇ୨ ରାତି...

Advertisement
Archives

Model This Week