ସୁନା-ରୁପା ଶସ୍ତା

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ସୁନା ଏବଂ ରୁପା ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରାଯାଇଛି। ପୂର୍ବରୁ ଏହା ୧୨.୫ ପ୍ରତିଶତ ଥିବାବେେଳେ ଏବେ ଏହା ୭.୫ ପ୍ରତିଶତକୁ କମାଇ ଦିଆଯାଇଛି। ଏ ସମ୍ପର୍କରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ସେହିପରି ସୁନା ଏବଂ ରୁପା ବିସ୍କୁଟ ଉପରେ ମଧ୍ୟ ଉତ୍ପାଦ ଶୁୂଳ୍କ କମାଇ ଦିଆଯାଇଛି। ଏହାଦ୍ୱାରା ସୁନା ଏବଂ ରୁପା ଦାମ ଶସ୍ତା ହେବାର ସମ୍ଭାବନା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଏମିତି ଏକ ସ୍କୁଲ, ଯେଉଁଠି ପ୍ରଧାନଶିକ୍ଷକଙ୍କ ପିଲା ରୁହନ୍ତି ଶୀର୍ଷରେ: ନରୋତ୍ତମ

ନୂଆଦିଲ୍ଲୀ,୨୪।୮:କଂଗ୍ରେସର ନେତୃତ୍ୱ ପରିବର୍ତ୍ତନକୁ ନେଇ ଏବେ ଚାଲିଛି ଚର୍ଚ୍ଚା। ଗତ ବର୍ଷ ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ସୋନିଆ ଗାନ୍ଧୀ...

ନିତି ଏହି ଜୁସ୍‌ରୁ ଅଧାକପ୍‌ ରଖେ ହାର୍ଟ ଆଟାକ୍‌ରୁ ଦୂରେଇ…

ସକାଳେ ଅଧାକପ୍‌ ତରଭୁଜ ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଏଥିରେ ଓମେଗା ୩ ଏସିଡ୍‌ ପ୍ରଚୁର ପରିମାଣରେ ରହିଥାଏ। ଏହି ଜୁସ୍‌କୁ ନିୟମିତ ପିଇଲେ...

ଅଭିନେତ୍ରୀ ଦିବ୍ୟା ସ୍ପନ୍ଦାନାଙ୍କ ମୃତ୍ୟୁ ଖବର ମିଛ, ଫେରୁଛନ୍ତି ବେଙ୍ଗାଲୁରୁ

ଚେନ୍ନାଇ,୬।୯: ସୋସିଆଲ ମିଡିଆରେ ଗୁଜବ ପ୍ରଚାରିତ ହୋଇଥିଲା ଯେ କନ୍ନଡ ଅଭିନେତ୍ରୀ ତଥା କଂଗ୍ରେସ ନେତା ଦିବ୍ୟା ସ୍ପନ୍ଦାନା ଓରଫ ରାମ୍ୟାଙ୍କର ହୃଦଘାତରେ ମୃତ୍ୟୁ ଘଟିଛି।...

ତାମିଲନାଡୁ ବିଧାନସଭା ନିର୍ବାଚନରେ ନୂଆ ମେଣ୍ଟର ଏଣ୍ଟ୍ରି

ଚେନ୍ନାଇ, ୮।୩ : ଆଗାମୀ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏନ୍‌ଡିଏ ଓ ୟୁପିଏ ସହ ପ୍ରତିଦ୍ୱନ୍ଦ୍ୱିତା କରିବ ଆଉ ଏକ ମେଣ୍ଟ। ଆସନ୍ତା ମାସରେ ହେବାକୁ...

ସୁରକ୍ଷାରେ ପ୍ରଶ୍ନ ଚିହ୍ନ, ସୂଚନା ପ୍ରସାରଣ ମନ୍ତ୍ରଣାଳୟର ଟୁଇଟର ଆକାଉଣ୍ଟ ହ୍ୟାକ୍‌…

ନୂଆଦିଲ୍ଲୀ, ୧୨।୧ : ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଟୁଇଟର ଆକାଉଣ୍ଟକୁ ବୁଧବାର (ଜାନୁୟାରୀ ୧୨) ସକାଳେ ହ୍ୟାକ୍‌ କରାଯାଇଥିଲା। ଯଦିଓ କିଛି ସମୟ ପରେ...

୧୧ ରାଜ୍ୟ ସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ, ୨୩।୯: ରାଜ୍ୟ ସଭାରେ ୧୧ ଜଣ ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ସମ୍ପର୍କରେ ଘୋଷଣା କରାଯାଇଛି। ଏସମ୍ପର୍କରେ ବାଚସ୍ପତି ଭେଙ୍କୟା ନାଇଡୁ ବୁଧବାର ସୂଚନା ଦେଇଛନ୍ତି।...

କାବେରୀ ଜଳ ବିବାଦ: ପୁନର୍ବିଚାର ପାଇଁ ସୁପ୍ରିମକୋର୍ଟ, ସିଡବ୍ଲୁଏମଏରେ ଆବେଦନ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ,୩୦।୯: କାବେରୀ ନଦୀର ଜଳ ଛାଡିବା ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। କର୍ନାଟକ ସରକାର ଏହାର ପୁନର୍ବିଚାର ପାଇଁ କାବେରୀ ୱାଟର ମ୍ୟାନେଜମେଣ୍ଟ ଅଥରିଟି (ସିଡବ୍ଲୁଏମଏ)...

ପ୍ରତିରକ୍ଷା ଉପକରଣ ନିର୍ମାଣ କରିବାକୁ ଭାରତ ସକ୍ଷମ, ଅନ୍ୟଦେଶକୁ ରପ୍ତାନୀ ୨୦୨୫ ସୁଦ୍ଧା ଟପିବ ୩୫ ହଜାର କୋଟି…

ନୂଆଦିଲ୍ଲୀ, ୨୭।୯ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭାରତୀୟ ପ୍ରତିରକ୍ଷା ଶିଳ୍ପକୁ ଆଧୁନିକ ତଥା ବ୍ୟୟବହୁଳ ଉତ୍ପାଦ ପ୍ରସ୍ତୁତ କରିବାକୁ କହିଛନ୍ତି। ଯାହା ଦ୍ୱାରା...

Advertisement
Archives

Model This Week