୯ ବର୍ଷର ରେକର୍ଡ ଉଚ୍ଚ ସ୍ତରରେ ସୁନା

ନୂଆଦିଲ୍ଲୀ,୨୧।୭: ଅନ୍ତର୍ଜାତୀୟ ବଜାରରେ ମଙ୍ଗଳବାର ସୁନା ଦର ୯ ବର୍ଷର ରେକର୍ଡ ଉଚ୍ଚ ସ୍ତରରେ ରହିଛି। ନୂଆଦିଲ୍ଲୀରେ ଏହା ମଙ୍ଗଳବାର ୧୯୨ ଟଙ୍କା ବୃଦ୍ଧି ହୋଇଥିବା ଜଣାପଡିଛି। ମଙ୍ଗଳବାର ୧୦ ଗ୍ରାମ ପିଛା ସୁନା ଦର ୫୦,୨୧୪ ଟଙ୍କାରେ ବିକ୍ରି ହେଉଛି। ସୋମବାର ଏହି ଦର ୫୦,୦୨୨ ଟଙ୍କା ରହିଥିବା ଏଚ୍‌ଡିଏଫ୍‌ସି ସିକ୍ୟୁରିଟିଜ ପକ୍ଷରୁ ସୂଚନା ରହିଛି। ଅନ୍ତର୍ଜାତୀୟ ବଜାରରେ ସୁନା ସ୍ପଟ୍‌ ମୂଲ୍ୟ ଆଉନ୍ସ ପ୍ରତି ୧୮୪୧ ଡଲାର ରହିଛି। ଏଥିରେ ୧.୩% ବୃଦ୍ଧି ଘଟିଛି। ଏହି ସମୟରେ ନୂଆଦିଲ୍ଲୀରେ ରୁପା ଦର କିଲୋଗ୍ରାମ ପିଛା ୧୮୩୨ ଟଙ୍କା ବୃଦ୍ଧି ଘଟିଛି। ଫଳରେ ରୁପା ଦର ୫୬,୪୪୧ ଟଙ୍କାକୁ ବୃଦ୍ଧି ଘଟିଛି। ଅନ୍ତର୍ଜାତୀୟ ବଜାରରେ ଆଉନ୍ସ ପ୍ରତି ରୁପା ଦର ୨୧.୪୨ ଡଲାର ରହିଥିବା ସୂଚନା ମିଳିଛି। ମଙ୍ଗଳବାର ୪ ବର୍ଷ ପରେ ରୁପାର ସ୍ପଟ୍‌ ମୂଲ୍ୟ ଆଉନ୍ସ ପ୍ରତି ୨୦ ଡଲାର ଟପିଯାଇଛି। ଏହା ପୂର୍ବରୁ ୨୦୧୬ ସେପ୍ଟେମ୍ବରରେ ଆଉନ୍ସ ପ୍ରତି ରୁପା ଦର ୨୦ ଡଲାର ଟପିଥିଲା। ସାରା ବିଶ୍ୱରେ ପ୍ରମୁଖ ଅର୍ଥ ବ୍ୟବସ୍ଥାଗୁଡିକ ଷ୍ଟିମୁଲସ ପ୍ୟାକେଜ ନେଇ ପୁଣି ଥରେ ବିଚାର କରୁଥିବାରୁ ଏହାର ପ୍ରଭାବ ସୁନା ବଜାର ଉପରେ ପଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?