Posted inଜାତୀୟ

ବିମାନ ଶୌଚାଳୟରୁ ମିଳିଲା ୨ କୋଟି ଟଙ୍କାର ସୁନା

ନୂଆଦିଲ୍ଲୀ,୫।୩: ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦର ଏକ ବିମାନ ଶୌଚାଳୟରୁ ରବିବାର କଷ୍ଟମ ଅଧିକାରୀମାନେ ପ୍ରାୟ ୨ କୋଟି ଟଙ୍କାର ସୁନା ବିସ୍କୁଟ ଜବତ କରିଛନ୍ତି।
ଅଧିକାରଙ୍କ କହିବା ମୁତାବକ, ଆଇଜି ବିମାନବନ୍ଦର ଟର୍ମିନାଲ ୨ରେ ଏକ ବିମାନର ସଫେଇ କାର୍ଯ୍ୟ କରାଯାଉଥିଲା। ସେତିକିବେଳେ ଶୌଚାଳୟର ସିଙ୍କ ତଳୁ ଏକ ପ୍ୟାକେଟ ଉଦ୍ଧାର ହୋଇଥିଲା। ଏଥିରେ ଆୟତ୍ତକାର ୪ଟି ସୁନା ଦଣ୍ଡ ରହିଥିଲା। ଯାହାର ଓଜନ ପ୍ରାୟ ୩୯୬୯ ଗ୍ରାମ ହେବ ବୋଲି ଏକ ବିବୃତ୍ତିରେ କୁହାଯାଇଛି। ଜବତ ସୁନାର ମୂଲ୍ୟ ୧ କୋଟି ୯୫ ଲକ୍ଷ ୭୨ ହଜାର ୪ଶହ ଟଙ୍କା ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri