Posted inଫୁରସତ

ସୁନାର ବର୍ଗର, ଦାମ୍‌ ରହିଛି…

ଫାଷ୍ଟଫୁଡ୍‌ ମଧ୍ୟରେ ଲୋକଙ୍କ ପ୍ରଥମ ପସନ୍ଦ ହେଉଛି ବର୍ଗର। ଭାରତରେ ମଧ୍ୟ ଲୋକେ ଏହାକୁ ଖାଇବା ପାଇଁ ପାଗଳପ୍ରାୟ। ଏଠାରେ ବର୍ଗର ସାଧାରଣତଃ ୫୦ରୁ ୫୦୦ ଟଙ୍କାରେ ମିଳିଥାଏ। କିନ୍ତୁ ଆମେରିକାରେ ଏକ ବର୍ଗରର ଦାମ୍‌ ୫୯ ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୪୩୩୦ ଟଙ୍କାରେ ବିକ୍ରି ହେଉଛି।

ଏହି ମହଙ୍ଗା ବର୍ଗର ଆମେରିକାର ଏକ ରେଷ୍ଟୁରାଣ୍ଟରେ ଉପଲବ୍ଧ। ଏହାର ବିଶେଷତ୍ୱ ହେଉଛି ଏଥିରେ ସୁନା କାମ ହୋଇଛି। ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏହାକୁ ୨୪ କ୍ୟାରେଟ୍‌ର ନାମ ଦିଆଯାଇଛି।

ସାଉଥ ଚାଇନା ମର୍ନିଂ ଅନୁଯାୟୀ ରେଷ୍ଟୁରାଣ୍ଟର ରୋଷେୟା ମାରିଆ ପାଉଲା କହିଛନ୍ତି ଯେ, ରେଷ୍ଟୁରାଣ୍ଟରେ ଥିବା ହାମବର୍ଗରକୁ ପ୍ରଥମେ ପ୍ଲାଷ୍ଟିକରେ ଭର୍ତ୍ତି କରାଯାଇ ତା’ଉପରେ ସୁନାର ଆବରଣ ଦିଆଯାଇଛି। ପାଉଲା ମଧ୍ୟ ଏହି ବର୍ଗର କିପରି ପ୍ରସ୍ତୁତ କରାଯାଇଛି ସେ ସମ୍ପର୍କରେ ବ୍ୟାଖ୍ୟା କରିଛନ୍ତି। ସେ କହିଛନ୍ତି, ଏହା ନଷ୍ଟ ହେବ ନାହିଁ। ଯଦି ଏହା ଆପଣଙ୍କ ଆଙ୍ଗୁଳିରେ ଲାଗିଯିବ ତେବେ ନଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri