Posted inଫୁରସତ

ସୁନାର ବର୍ଗର, ଦାମ୍‌ ରହିଛି…

ଫାଷ୍ଟଫୁଡ୍‌ ମଧ୍ୟରେ ଲୋକଙ୍କ ପ୍ରଥମ ପସନ୍ଦ ହେଉଛି ବର୍ଗର। ଭାରତରେ ମଧ୍ୟ ଲୋକେ ଏହାକୁ ଖାଇବା ପାଇଁ ପାଗଳପ୍ରାୟ। ଏଠାରେ ବର୍ଗର ସାଧାରଣତଃ ୫୦ରୁ ୫୦୦ ଟଙ୍କାରେ ମିଳିଥାଏ। କିନ୍ତୁ ଆମେରିକାରେ ଏକ ବର୍ଗରର ଦାମ୍‌ ୫୯ ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୪୩୩୦ ଟଙ୍କାରେ ବିକ୍ରି ହେଉଛି।

ଏହି ମହଙ୍ଗା ବର୍ଗର ଆମେରିକାର ଏକ ରେଷ୍ଟୁରାଣ୍ଟରେ ଉପଲବ୍ଧ। ଏହାର ବିଶେଷତ୍ୱ ହେଉଛି ଏଥିରେ ସୁନା କାମ ହୋଇଛି। ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏହାକୁ ୨୪ କ୍ୟାରେଟ୍‌ର ନାମ ଦିଆଯାଇଛି।

ସାଉଥ ଚାଇନା ମର୍ନିଂ ଅନୁଯାୟୀ ରେଷ୍ଟୁରାଣ୍ଟର ରୋଷେୟା ମାରିଆ ପାଉଲା କହିଛନ୍ତି ଯେ, ରେଷ୍ଟୁରାଣ୍ଟରେ ଥିବା ହାମବର୍ଗରକୁ ପ୍ରଥମେ ପ୍ଲାଷ୍ଟିକରେ ଭର୍ତ୍ତି କରାଯାଇ ତା’ଉପରେ ସୁନାର ଆବରଣ ଦିଆଯାଇଛି। ପାଉଲା ମଧ୍ୟ ଏହି ବର୍ଗର କିପରି ପ୍ରସ୍ତୁତ କରାଯାଇଛି ସେ ସମ୍ପର୍କରେ ବ୍ୟାଖ୍ୟା କରିଛନ୍ତି। ସେ କହିଛନ୍ତି, ଏହା ନଷ୍ଟ ହେବ ନାହିଁ। ଯଦି ଏହା ଆପଣଙ୍କ ଆଙ୍ଗୁଳିରେ ଲାଗିଯିବ ତେବେ ନଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

ମାଛଧରା ଟ୍ରଲରରେ ଲାଗିଲା ନିଆଁ: ହୁ ହୁ ହୋଇ ଜଳିଗଲା…

ଭଦ୍ରକ, ୨୬। ୬(ସନାତନ ରାଉତ) : ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତରଗତ ଧାମରା ମଧ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲର ନିଆଁ ଲାଗି ଜଳିଯାଇଛି।…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri