Posted inଜାତୀୟ

ଯାତ୍ରୀଙ୍କ ପାଖରେ ସୁନା କ୍ୟାପସୁଲ: ପୋଲିସ କଲା ଗିରଫ, ଆନୁମାନିକ ମୂଲ୍ୟ ୫୩ ଲକ୍ଷ…

ଥିରୁଭାନନ୍ତପୁରମ,୨୬।୨ : କେରଳର କଷ୍ଟମ ବିଭାଗର ଏୟାର ଇଣ୍ଟେଲିଜେନ୍ସ ୟୁନିଟ ରବିବାର କୋଚି ବିମାନବନ୍ଦରରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦୁବାଇରୁ ଆସୁଥିବା ଯାତ୍ରୀଙ୍କଠାରୁ ଅଧିକାରୀମାନେ ଚାରିଟି ସୁନା କ୍ୟାପସୁଲ ଜବତ କରିଛନ୍ତି।

ଅଧିକାରୀ କହିଛନ୍ତି ଯେ ଯାତ୍ରୀ ଏହାକୁ ନିଜ ଶରୀର ଭିତରେ ଲୁଚାଇ ରଖି ନେଇ ଯାଉଥିଲେ। କ୍ୟାପସୁଲର ମୋଟ ଓଜନ ୧୨୫୯ ଗ୍ରାମ। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୫୩ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି। ଏନେଇ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇ ଅଧିକ ପଚରାଉଚରା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୧୦।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ରେଳଡବାରେ ହେବ ୩.୨ ଲକ୍ଷ ଆଇସୋଲେଶନ ବେଡ୍‌

ନୂଆଦିଲ୍ଲୀ,୧ା୪: କରୋନା ରୋଗୀମାନଙ୍କୁ ଆଇସୋଲେଶନରେ ରଖିବା ଲାଗି ରେଲଓ୍ବେ ପକ୍ଷରୁ ୨୦ ହଜାର କୋଚ୍‌କୁ ଆଇସୋଲେଶନ ଓ୍ବାର୍ଡରେ ପରିଣତ କରାଯାଉଛି। ଏହାଦ୍ୱାରା ୩.୨ ଲକ୍ଷ ବେଡ୍‌...

ଅନ୍‌ଲକ୍‌ ୪ରେ ମେଟ୍ରୋ ରେଳସେବାକୁ ଅନୁମତି

ନୂଆଦିଲ୍ଲୀ, ୨୯।୮-ସେପ୍ଟେମ୍ବର ପହିଲାରୁ ଦେଶରେ ଅନ୍‌ଲକ୍‌ ୪ ଆରମ୍ଭ ହେଉଥିଲାବେଳେ ଏଥିପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶନିବାର ମାର୍ଗଦର୍ଶିକା ଜାରି ହୋଇଛି। ଏହି ଗାଇଡ୍‌ଲାଇନ ଅନୁଯାୟୀ...

ହରିୟାଣାର ୯୩% ନବନିର୍ବାଚିତ ବିଧାୟକ କୋଟିପତି

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ହରିୟାଣାର ନବନିର୍ବାଚିତ ୯୦ ବିଧାୟକଙ୍କ ମଧ୍ୟରୁ ୮୪ ଜଣ କୋଟିପତି ଥିବା ଆସୋସିଏଶନ୍‌ ଫର ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ବିଶ୍ଳେଷଣରୁ ଜଣାପଡିଛି। ଅର୍ଥାତ୍‌ ୯୩...

‘ଶରଦ ଭାଇ…ଏମିତି ବିଦାୟ ନେବାର ନ ଥିଲା’ ଭାବୁକ କଲା ଲାଲୁଙ୍କ ଟୁଇଟ ଭିଡିଓ

ନୂଆଦିଲ୍ଲୀ,୧୩ ।୧: ବରିଷ୍ଠ ସମାଜବାଦୀ ନେତା ଶରଦ ଯାଦବଙ୍କର ଗୁରୁବାର ରାତିରେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ୭୫ ବର୍ଷ ବୟସରେ...

ଦିନକରେ ୯୦୯ ପଜିଟିଭ

ନୂଆଦିଲ୍ଲୀ,୧୩।୪: ପରିସ୍ଥିତି ବିଗିଡ଼ିବାରେ ଲାଗିଛି। କରୋନା ଭୂତାଣୁ ମହାମାରୀର ରୂପ ନେଇ ଭାରତକୁ ଗ୍ରାସ କରିବାରେ ଲାଗିଛି। ରବିବାର ୯୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା...

ରାଜଧାନୀରେ ଆରମ୍ଭ ହେଲା ଅକ୍ସିଜେନ୍‌ ବ୍ୟାଙ୍କ୍‌: ୨ ଘଣ୍ଟାରେ ପହଞ୍ଚିବ ଘରେ …

ନୂଆଦିଲ୍ଲୀ,୧୫।୫: କରୋନା ଆକ୍ରାନ୍ତଙ୍କ ଅକ୍ସିଜେନ୍‌ ଅଭାବ ପୂରଣ କରିବା ଲାଗି ରାଜଧାନୀ ଦିଲ୍ଲୀରେ ଅକ୍ସିଜେନ୍‌ ବ୍ୟାଙ୍କ ଶନିବାରଠାରୁ ଆରମ୍ଭ କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ...

ଆର୍ଥିକ ପ୍ୟାକେଜ୍‌କୁ ରାହୁଲଙ୍କ ପ୍ରଶଂସା

ନୂଆଦିଲ୍ଲୀ,୨୭ା୩: କେନ୍ଦ୍ର ସରକାରଙ୍କ ଆର୍ଥିକ ପ୍ୟାକେଜ ଘୋଷଣାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଶଂସା କରିଛନ୍ତି। କରୋନା ସଂକ୍ରମଣର ମୁକାବିଲା ପାଇଁ ଚାଲିଥିବା ଲକ୍‌ଡାଉନ୍‌ ସମୟର...

Advertisement
Archives

Model This Week