ସୁନାଚେନ୍‌ ଲୁଟିନେଲେ ଦୁର୍ବୃତ୍ତ

ରାଉରକେଲା ଅଫିସ,୨୨ା୩: ରାଉରକେଲା ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ଡେଲିମାର୍କେଟ ଅଞ୍ଚଳର ଜଣେ ମହିଳାଙ୍କ ବେକରୁ ସୁନାଚେନ ଲୁଟ୍‌ ହୋଇଛି। ରିପୋର୍ଟ ଲେଖିବା ପର୍ଯ୍ୟନ୍ତ (ରାତି ୯ଟା) ଥାନାରେ ଏ ନେଇ ଅଭିଯୋଗ ହୋଇ ନ ଥିବା ଜଣାପଡିଛି। ମଙ୍ଗଳବାର ସନ୍ଧ୍ୟା ସାଢେ ୭ଟାରେ ଡେଲିମାର୍କେଟ ସିଂ ହୋଟେଲ ବିଲ୍‌ଡିଂ ଗଳିର ଲୋପାମୁଦ୍ରା ବାରିକ ଡେଲିମାର୍କେଟ ପରିବା ଗଦିକୁ ପରିବା କିଣିବାକୁ ଯାଇଥିଲେ। ସେ ପରିବା କିଣି ଫେରୁଥିବାବେଳେ ଗଜାନନ୍ଦ ଗଳି ନିକଟରେ ଜଣେ ଦୁବୃର୍ତ୍ତ ବାଇକରେ ଆସି ତାଙ୍କ ବେକରୁ ସୁନାଚେନ ଛଡାଇ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri