ଛତ୍ରପୁର,୧୩।୫ (ଡି.ଏନ୍.ଏ. ): ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସି ଦେବୀ ନଗର ଦ୍ୱିତୀୟ ଲେନ୍ ନିକଟରେ ଜଣେ ମହିଳାଙ୍କ ବେକରୁ ଦୁର୍ବୁତ୍ତ ଗୁରୁବାର ସନ୍ଧ୍ୟାରେ ସୁନା ଚେନ୍ ଝାମ୍ପି ନେଇଛନ୍ତି। ଚେନ୍ଟି ୩ ଭରିର ବୋଲି ଛତ୍ରପୁର ଥାନାରେ ଅଭିଯୋଗ ହୋଇଛି। ଲୁଟ୍ର ଶିକାର ମହିଳା ଜଣଙ୍କ ହେଲେ ସ୍ଥାନୀୟ ଦେବୀ ନଗର ତୃତୀୟ ଲେନ୍ର ଏ. ସୁଲୋଚନା ।
ସୂଚନାଯୋଗ୍ୟ, ସୁଲୋଚନା ଓ ତାଙ୍କ ଭଉଣୀ ହାଟରୁ ପରିବା ନେଇ ଫେରିବାବେଳେ ଲୁଟ୍ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ସିସିଟିଭି ଯାଞ୍ଚ କରିଛି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ
ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…
ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …
ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…
ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ
ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…
ଏଇ ଭାରତରେ
ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…
ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!
ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…
ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!
ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…
ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…
ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…
ମାନବ ଅଧିକାର ଶାନ୍ତିଦୂତ
ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

