Posted inଫୁରସତ

ବଧୂଙ୍କ ପାଇଁ ଆସିଲା ସୁନାର ‘ମାସ୍କ କମ୍‌ ନେକ୍‌ଲେସ୍‌’: ବଜାରରେ ବଢ଼ୁଛି ଚାହିଦା..

କରୋନା ସଂକ୍ରମଣକୁ ରୋକିବାକୁ ହେଲେ ମାସ୍କ ପିନ୍ଧିବା ଜରୁରୀ। ଲୋକମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଜାରରେ ବିଭିନ୍ନ ପ୍ରକାରର ମାସ୍କ ଉପଲବ୍ଧ ହେଉଛି। ଏବେ ବିବାହ ସମୟ ଚାଲିଥିବାରୁ ବରକନ୍ୟାଙ୍କ ପାଇଁ ସ୍ବତନ୍ତ୍ର ମାସ୍କ କରାଯାଉଛି। ଏହାର ଡିମାଣ୍ଡ ମଧ୍ୟ ବଢ଼ୁଥିବା ଦେଖାଯାଉଛି।

ସେଭଳି ଏକ ଘଟଣାକ୍ରମରେ ପୁଣେର ଏକ ଗହଣା ଦୋକାନୀ ସ୍ବତନ୍ତ୍ର ସୁନାର ମାସ୍କ ତିଆରି କରିଛନ୍ତି। ଏଥିରେ ୧୨୪ ଗ୍ରାମର ସୁନା ବ୍ୟବହାର କରାଯାଇଛି। ମାସ୍କର ଦାମ ରହିଛି ୬.୫ ଲକ୍ଷ ଟଙ୍କା। ଏହାକୁ ଉଭୟ ମାସ୍କ ଏବଂ ହାର ଭାବେ ବ୍ୟବହାର କରିହେବ। ମାସ୍କଟିକୁ ଏନ୍‌-୯୫ ମାସ୍କ ଉପରେ ଷ୍ଟିଚ୍‌ କରାଯାଇଛି। ଫଳରେ ଏହା ଚୋକର୍‌ ଭଳି ଲାଗୁଛି। ଲଗାତାର ୨୫ ଦିନ ପିନ୍ଧିବା ପରେ ଏହାକୁ ଧୋଇ ଆଉ ଥରେ ବ୍ୟବହାର କରିହେବ।

ଗହଣାର ସ୍ବତନ୍ତ୍ରତା ହେଉଛି ଏହାକୁ ବ୍ୟବହାର କରିବା ପରେ ସହଜରେ ଏହାକୁ ବଦଳାଯାଇପାରିବ। ଅଥବା ମାସ୍କ ଖରାପ ହେବା ପରେ ଅନ୍ୟ ମାସ୍କରେ ଏହାକୁ ଲଗାଯାଇପାରିବ। ଏହାକୁ ଡିଜାଇନ୍‌ କରିବା ପାଇଁ ଦୁଇରୁ ତିନି ସପ୍ତାହ ସମୟ ଲାଗିଛି। ଏବେ ଏହି ମାସ୍କର ଚାହିଦା ବହୁତ ବଢ଼ିଥିବା ଦୋକାନୀ ପ୍ରତିକ୍ରିୟା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri