ସଶସ୍ତ୍ର ଡକାୟତି: ୨୫ ଭରି ସୁନା ଅଳଙ୍କାର ଲୁଟ୍‌

ଭବାନୀପାଟଣା/କୋକସରା,୨୨।୮(ଉତ୍ତମ କୁମାର ଦାଶ/ ଦୁଷ୍ମନ୍ତ ପଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଓଲମା ଗାଁରେ ସଶସ୍ତ୍ର ଡକାୟତି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ଧନଞ୍ଜୟ ସାହୁଙ୍କ ଘରେ ଏକ ଡକାୟତି ଦଳ ପଶି ୨୫ ଭରି ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି। ଡକାୟତି ଦଳ ଘରେ ପଶି ଘରର ସମସ୍ତ ସଦସ୍ୟଙ୍କୁ ଗୋଟିଏ କୋଠରୀରେ ତାଲା ପକାଇ ଦେଇଥିଲେ। ପରେ ଘରେ ଥିବା ସମସ୍ତ ଅଳଙ୍କାର ଲୁଟ୍‌ କରିଥିଲେ। ଏପରି କି ଅଭିଯୁକ୍ତମାନେ ଘରେ ଥିବା ସମସ୍ତ ଆସବାବପତ୍ର ଭାଙ୍ଗି ଦେଇଛନ୍ତି।

ସ୍ଥାନୀୟ ଲୋକେ ଜଣେ ଡକାୟତଙ୍କୁ ଧରିବାରେ ସକ୍ଷମ ହୋଇଥିବା ବେଳେ ପୋଲିସ ଅନ୍ୟ ଜଣେ ଡ଼କାୟତକୁ କାଉଡୋଲା ଗାଁ ନିକଟରୁ ଧରିଥିବା ସୂଚନା ମିଳିଛି। ପୋଲିସ ୨ ଡକାୟତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ପୋଲିସ ଘଟଣାର ଅଧିକ ତଦନ୍ତ ପାଇଁ ସନ୍ଧାନୀ କୁକୁର ସହ ଘଟଣା ସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବରୁ ମିସିଂ, ଏବେ ‘ଗୋ ବ୍ୟାକ’ ହିଞ୍ଜିଳିରେ ଜୋର ଧରିଲା ରାଜନୈତିକ ଚର୍ଚ୍ଚା

ହିଞ୍ଜିଳିକାଟୁ,୭।୧୧(ଦ୍ୱିତୀକୃଷ୍ଣ ପଣ୍ଡା): ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଜିଲା ଗସ୍ତକୁ ନେଇ ପୁଣି ଚର୍ଚ୍ଚାରେ ହିଞ୍ଜିଳିକାଟୁ। ପୂର୍ବରୁ ବନ୍ୟାଞ୍ଚଳ ପରିଦର୍ଶନରେ…

ବନ୍ୟାବିପନ୍ନଙ୍କ ସହ ଦୀପାବଳି ପାଳିବ ଗଞ୍ଜାମ ପ୍ରଶାସନ, ଘରେ ଜଳିବ ସହାନୁଭୂତିର ଦୀପ

ଛତ୍ରପୁର,୭ା୧୧(ଦିଲ୍ଲୀପ ସାମଲ): ବନ୍ୟାର କରାଳ ରୂପ ଯେଉଁଠି ଛଡ଼ାଇ ନେଇଥିଲା ହସ ଓ ଆନନ୍ଦ, ସେଠାରେ ପୁଣି ଖୁସିର ଆଲୋକ ଜାଳିବାକୁ ଆଗେଇ ଆସିଛି ଗଞ୍ଜାମ ଜିଲା…

ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା ଦେଖି ଭାବବିହ୍ବଳ ହେଲେ ନବୀନ, କହିଲେ ଗଞ୍ଜାମରେ…

ହିଞ୍ଜିଳିକାଟୁ,୭ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ବନ୍ୟାରେ ଉଜୁଡ଼ି ଯାଇଥିବା ଚାଷଜମି ଓ ଚାଷୀଙ୍କ ଦୁର୍ଦ୍ଦଶା ଦେଖି ଭାବବିହ୍ବଳ ହୋଇଛନ୍ତି ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ।…

ମାଣ୍ଡିଆ ଉତ୍ପାଦନରେ ରାଜ୍ୟରେ ପ୍ରଥମ କୋରାପୁଟ, ୧୫୯୮୭ ହେକ୍ଟର ଜମିରେ ୨୭୭୫୦ ଚାଷୀ କରୁଛନ୍ତି ଚାଷ

କୋରାପୁଟ,୭ା୧୧(ଅମିତାଭ ବେହେରା): କୋରାପୁଟ ଜିଲା ଡିଏନ୍‌କେ ସଦ୍ଭାବନା ଗୃହଠାରେ ଜିଲାସ୍ତରୀୟ ‘ମାଣ୍ଡିଆ ଦିବସ’ ମହାସମାରୋହରେ ପାଳିତ ହୋଇଯାଇଛି। ମାଣ୍ଡିଆ ଉତ୍ପାଦନରେ କୋରାପୁଟ ରାଜ୍ୟରେ ପ୍ରଥମ ସ୍ଥାନ ହାସଲ…

ଉପରାଷ୍ଟ୍ରପତିଙ୍କ ବାସଭବନରେ ଦୀପାବଳି ପାଳନ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉପରାଷ୍ଟ୍ରପତିଙ୍କ ବାସଭବନରେ ଦୀପାବଳି ପାଳନ କରିଛନ୍ତି। ଏହି ଅବସରରେ, ଏକ ଧାର୍ମିକ ରୀତିନୀତି ଅନୁଯାୟୀ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ପ୍ରଧାନମନ୍ତ୍ରୀଙ୍କ…

ବିରାଟଙ୍କ ପରେ, ଜନ ସିନାଙ୍କ ନକଲ କରି ଗ୍ଲେନ ଫିଲିପ୍ସଙ୍କୁ ଥଟ୍ଟା କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୭।୧୧: ୩୮ ବର୍ଷ ବୟସରେ, ରୋହିତ ଶର୍ମା ସ୍ପଷ୍ଟ ଭାବରେ ତାଙ୍କ କ୍ରିକେଟ କ୍ୟାରିୟରର ବାକି ସମୟ ଉପଭୋଗ କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚର…

ବୁଧ-ଶନିଙ୍କ ଅଶୁଭ ଷଡାଷ୍ଟକ ଯୋଗ: ୫ ରାଶିଙ୍କ ପାଇଁ ବଢ଼ିବ ଅଡ଼ୁଆ, ପାଖରୁ ପଳେଇବ ସବୁ ଟଙ୍କା

ବୁଧ ଏବଂ ଶନି ଗ୍ରହର ଏହି ଅଶୁଭ ଷଡାଷ୍ଟକ ଯୋଗରୁ ଚାପ, କାର୍ଯ୍ୟରେ ବିଳମ୍ୱ, ଆର୍ଥିକ କ୍ଷତି ଇତ୍ୟାଦିର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆପଣଙ୍କ ଜୀବନରେ ଆହ଼୍ବାନଗୁଡ଼ିକ…

ପାସ୍‌ ହେଲା ନୂଆ ଆଇନ୍‌: ଏଣିକି ଆଉ ଗୋଟିଏ ବିବାହ ନୁହେଁ, ଏକାସାଙ୍ଗେ ୩-୪ ଜଣଙ୍କୁ କରିହେବ ବିବାହ, ଜାଣନ୍ତୁ…

ଆମେରିକାରୁ ପ୍ରେମ ସମ୍ପର୍କକୁ ନେଇ ଏକ ଖବର ଆସିଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସ୍ବାମୀ-ସ୍ତ୍ରୀଙ୍କ ପୁରୁଣା ଫର୍ମୂଲା ଆଉ ପ୍ରଯୁଜ୍ୟ ହେବ ନାହିଁ। କାଲିଫର୍ନିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?