Posted inଖେଳ

ଓଡ଼ିଶା ବାଳିକା ଦଳକୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୭।୬(କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ରଗ୍‌ବୀ ଫୁଟବଲ ୟୁନିୟନ ଓ ରଗ୍‌ବୀ ଆସୋସିଏଶନ ଅଫ୍‌ ମହାରାଷ୍ଟ୍ର ଆନୁକୂଲ୍ୟରେ ପୁଣେଠାରେ ଅନୁଷ୍ଠିତ ଜୁନିୟର ରଗ୍‌ବୀ ସେଭେନ୍ସ ପ୍ରତିଯୋଗିତାରେ ଓଡ଼ିଶା ବାଳିକା ଦଳ ସ୍ବର୍ଣ୍ଣ ପଦକ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଓଡ଼ିଶା ୫୦-୦ରେ ମହାରାଷ୍ଟ୍ରକୁ ପରାସ୍ତ କରିଛି। ପୂର୍ବରୁ ଲିଗ୍‌ ପର୍ଯ୍ୟାୟରେ ଓଡ଼ିଶା ୩୪-୦ରେ ଗୁଜରାଟ ଓ ୫୨-୦ରେ ଝାଡ଼ଖଣ୍ଡକୁ ହରାଇବା ପରେ ପ୍ରି-କ୍ୱାର୍ଟରରେ ହରିୟାଣାକୁ ୫୨-୦ରେ ପରାସ୍ତ କରିଥିଲା। ଏହାପରେ କ୍ୱାର୍ଟର ଫାଇନାଲରେ ଉତ୍ତରାଖଣ୍ଡକୁ ୪୯-୦ ଓ ସେମିଫାଇନାଲରେ ବିହାରକୁ ୨୨-୧୭ ପଏଣ୍ଟରେ ହରାଇ ଟାଇଟଲ ପର୍ଯ୍ୟାୟରେ ପହଞ୍ଚତ୍ଥିଲା। ନିର୍ମାଲ୍ୟା ରାଉତ ଓଡ଼ିଶା ଦଳର ନେତୃତ୍ୱ ନେଇଥିଲେ।
ଓଡ଼ିଶା ଦଳ: ପାର୍ବତୀ ହାଁସଦା, ସନ୍ଧ୍ୟାରାଣୀ ଟୁଡୁ, ନିର୍ମାଲ୍ୟା ରାଉତ (ଅଧିନାୟିକା), ବର୍ଷାରାଣୀ ମାଝି, ମାମାଲି ସିଂ, ବର୍ଷା ସିଂ, ରିତୁ ମାଝି, ସରିତା ବର୍‌ହା, ସ୍ବପ୍ନାରାଣୀ ସିଂ, ସଂଯୁକ୍ତା ଭୂମିଜ, ଗୀତାରାଣୀ ସାଇ, ମମତା ମୁର୍ମୁ। କୋଚ୍‌: ସଂଯୁକ୍ତା ମୁଣ୍ଡା, ମ୍ୟାନେଜର: ନିହାରିକା ପଣ୍ଡା, ଫିଜିଓ: ସୌମ୍ୟଶ୍ରୀ ମିଶ୍ର।


Enter your email to get our daily news in your inbox.

All Right Reserved By Dharitri.Com

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri