ମନ୍ଦିର ମରାମତି ସମୟରେ ମିଳିଲା ୫ଶହ ଗ୍ରାମ ସୁନା, ଆଉ ତା’ ପରେ…

କର୍ନାଟକର କାଞ୍ଚତ୍ପୁରମ୍‌ ଅଞ୍ଚଳରେ ଥିବା ଏକ ପ୍ରାଚୀନ ମନ୍ଦିରର ମରାମତି ସମୟରେ ୫ଶହ ଗ୍ରାମ ସୁନା ମିଳିଥିଲା। ଏହାକୁ ଜବତ କରିବା ପାଇଁ ଆସିଥିବା ଜିଲା ପ୍ରଶାସନ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ଚେନ୍ନାଇଠାରୁ ୯୦ କିଲୋମିଟର ଦୂରରେ ଥିବା କାଞ୍ଚତ୍ପୁରମର ୩୦୦ ବର୍ଷ ପୁରୁଣା କୁଲମ୍ବଶ୍ୱର ମନ୍ଦିରର ମରାମତି କାମ ଚାଲିଥିଲା ବେଳେ ଆବର୍ଜନା ତଳେ ଏକ ଅଖା ଆବୃତ ତମ୍ବା ବାକ୍ସ ଦେଖିବାକୁ ମିଳିଥିଲା। ଯେତେବେଳେ ବାକ୍ସ ଖୋଲାଗଲା, ସେଥିରୁ ବଡ଼ ଆକାରର ସୁନା ମୁଦ୍ରା, ଛୋଟ ପିତଳ ଥାଳି, ସୁନା ପ୍ରତିମା ଏବଂ ଅଳଙ୍କାର ମିଳିଲା। ଏହାକୁ ମନ୍ଦିର କର୍ମଚାରୀ ଏବଂ ସ୍ଥାନୀୟ ଲୋକେ ଓଜନ କରିଥିଲେ। ଏହି ଖବର ସମଗ୍ର ଗାଁରେ ଚହଳ ପକାଇ ଦେଇଥିଲା।

ସୂଚନା ପାଇବା ପରେ ଜିଲାର ରାଜସ୍ବ ଅଧିକାରୀମାନେ ତାହାକୁ ଜବତ କରିବାକୁ ଘଟଣାସ୍ଥଳରେ ପହଞ୍ଚିଥିଲେ। କିନ୍ତୁ ଗ୍ରାମବାସୀ ଏହାକୁ ବିରୋଧ କରିବା ଥିଲେ।
ଗ୍ରାମବାସୀ ଯୁକ୍ତି କଲେ ଯେ, ମନ୍ଦିର ସେମାନଙ୍କ ଗାଁରେ ଅଛି ଏବଂ ଏହି ଧନ ଭଗବାନଙ୍କ ପ୍ରାପ୍ତ ଏକ ଉପହାର। ପରେ ଏହାକୁ ନ ଦେବା ପାଇଁ ଅଧିକାରୀଙ୍କ ଗାଡ଼ିକୁ ଅଟକାଇଥିଲେ। ତେବେ କାଞ୍ଚତ୍ପୁରମ ରାଜସ୍ବ ବିଭାଗ ମୂଲ୍ୟବାନ ସାମଗ୍ରୀ ଜବତ କରି ରବିବାର ଟ୍ରେଜେରିରେ ଜମା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri