ରାମଲାଲାଙ୍କ ପାଇଁ ସୁନା କଲମ, ଜାମନଗରରୁ ଆସିବ ଅଯୋଧ୍ୟା, ଭିଡ଼ିଓ ଭାଇରାଲ….

ଅଯୋଧ୍ୟା,୨।୧ : ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ଜାନୁୟାରୀ ୨୨ ଉଦଘାଟନ ହେବାକୁ ଯାଉଛି। ରାମଲାଲାଙ୍କ ପାଇଁ ଗୁଜରାଟର ଜାମନଗରରୁ ଅଯୋଧ୍ୟାକୁ ଏକ ବିଶେଷ ଉପହାର ମଧ୍ୟ ପଠାଯାଉଛି। ଜାମନଗରର ରାୱଲଜୀ ସୁନା ଓ ରୂପାରେ ଏକ ସ୍ବତନ୍ତ୍ର କଲମ ତିଆରି କରିଛନ୍ତି ଯାହାର ମୂଲ୍ୟ ୧ ଲକ୍ଷ ୯୦ ହଜାର ଟଙ୍କା। ଏହି ଉପହାର ୨୨ ଜାନୁଆରୀ ପୂର୍ବରୁ ଅଯୋଧ୍ୟାରେ ପହଞ୍ଚିବ।

 

ଏକ ବର୍ଷ ପୂର୍ବେ ଜାମନଗର ବାସିନ୍ଦା ରାୱଲଜୀ ଏହି ଆନ୍ଦୋଳନର ଅଗ୍ରଭାଗରେ ଥିବା ରାମଚନ୍ଦ୍ର ଆଚାର୍ଯ୍ୟଙ୍କୁ ମନ୍ଦିରର ପ୍ରତିକୃତି ସହିତ ଏକ କଲମ ଉପହାର ଦେବା ପାଇଁ ଆସିଥିଲେ। ସେ ଏହି କାର୍ଯ୍ୟକୁ ଜଣେ ଯୁବ ବ୍ୟବସାୟୀ ହିରେନ କାଙ୍କାରାଙ୍କୁ ଦାୟିତ୍ୱ ଦେଇଥିଲେ, ଯିଏ ମୂଳତଃ ଜାମନଗରର। ସେ ବର୍ତ୍ତମାନ ମୁମ୍ବାଇରେ ରହୁଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

 

https://www.instagram.com/reel/C1mJED3CbcB/?utm_source=ig_embed&ig_rid=ba87cb52-96a7-4e93-a6a9-36c3eb579bd4


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri