ବିବାହ ସିଜିନରେ ନୂଆ ରେକର୍ଡ କଲା ସୁନା ଦର, ୬୭ହଜାର ଛୁଇଁବ…

ନୂଆଦିଲ୍ଲୀ,୨୯।୧୧:ଆସିଛି ବିବାହ ଋତୁ। ଏହି ସିଜନରେ ବେଶୀ କିଣା ହୁଏ ସୁନାରୁପା ଅଳଙ୍କାର। କିନ୍ତୁ ବିବାହ ଋତୁକୁ ଦୃଷ୍ଟିରେ ରଖି ଦୁଇ ସପ୍ତାହ ହେଲାଣି ରେକର୍ଡ ଛୁଇଁଛି ସୁନା ଦର। ପ୍ରଥମ ଥର ପାଇଁ ସୁନା ଦର ୬୨ହଜାର ପାର୍‌ କରିଛି। ଦୁଇ ସପ୍ତାହ ପୂର୍ବରୁ ସୁନା ୬୧ହଜାର ୯୧୪ଟଙ୍କା ଥିଲା। ଇଣ୍ଡିଆ ବୁଲିୟନ ଆଣ୍ଡ କୁଏଲର୍ସ ଆସୋସିଏସନ(ଆଇବିଜେଏ)ର ରିପୋର୍ଟ ଅନୁଯାୟୀ, ବୁଧବାର ୧୦ଗ୍ରାମ ପିଛା ୨୪କ୍ୟାରେଟ ସୁନା ୪୫୮ଟଙ୍କା ମହଙ୍ଗା ହୋଇଛି।

ଚଳିତବର୍ଷ ମେ’ରେ ସୁନା ଦର ୧୦ଗ୍ରାମ ପିଛା ୬୧,୬୪୬ଟଙ୍କା ଥିଲା। ବିଶେଷଜ୍ଞନୁୁସାରେ, ବର୍ଷକ ମଧ୍ୟରେ ଏହି ଦର ୬୭ହଜାର ଟପିପାରେ। ସେହିଭଳି ରୁପା ଦରରେ ମଧ୍ୟ ବୃଦ୍ଧି ଦେଖିବାକୁ ମିଳିଛି। କିଲୋଗ୍ରାମ ପିଛା ଏହା ୧୯୪୭ଟଙ୍କାକୁ ବଢି ୭୪,୯୯୩ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri