Gold Price: ଓଡ଼ିଶାରେ ଏତେ ଖସିଗଲା ସୁନାଦର! ୧୦ଗ୍ରାମକୁ ହେଲା…

ଭୁବନେଶ୍ୱର,୨।୩: ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ର୍ନିଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଦେଶରେ ଓ ଓଡ଼ିଶାରେ କେତେ ରହିଛି ସୁନା ଦର।

Gold Price: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୮୧,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୮୫,୨୬୦ ଟଙ୍କା ରହିଛି । ଗତକାଲି ଅର୍ଥାତ ଶନିବାର ଅପେକ୍ଷା ରବିବାର ଦର ହ୍ରାସ ପାଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ହ୍ରାସ ପାଇଛି । ରବିବାର ଭୁବନେଶ୍ବରରେ ୨୨ କ୍ୟାରେଟ ସୁନା ଦର ୮୧,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୮୫,୨୬୦ ଟଙ୍କା ରହିଛି ।

Gold Price: ରାଜଧାନୀ ଦିଲ୍ଲୀରେ ସୁନା ଦର କମିଥିବା ଦେଖିବାକୁ ମିଳିଛି । ୧୦ ଗ୍ରାମ ସୁନା ଦର ଯଥାକ୍ରମେ ୮୦,୪୦୦ ଟଙ୍କା ଓ ୮୪,୪୨୦ ଟଙ୍କା ରହିଛି । ସେହିପରି ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୫ ହଜାର ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୫ ହଜାର ଟଙ୍କା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri