ଟ୍ରମ୍ପଙ୍କ ଘୋଷଣା ପରେ ଏତେ ଖସିଲା ସୁନାଦର, ଭୁବନେଶ୍ୱରରେ କେତେ ଅଛି ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୧୨।୮: ଗତ ଗୋଟିଏ ସପ୍ତାହ ଧରି ସୁନା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଥିଲା। କିନ୍ତୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟ୍ରୁଥ୍‌ ସୋସିଆଲ ମିଡିଆରେ କେବଳ ଗୋଟିଏ ଘୋଷଣା ସହିତ, ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନାର ମୂଲ୍ୟ ହଠାତ୍‌ ୧୪୦୦ ଟଙ୍କାରୁ ଅଧିକ ହ୍ରାସ ପାଇଛି। ପ୍ରକୃତରେ, ଟ୍ରମ୍ପ ସୁନାକୁ ଟାରିଫ୍‌ରୁ ଦୂରେଇ ରଖିବାକୁ ଘୋଷଣା କରିଛନ୍ତି।

ସୋମବାର ଟ୍ରମ୍ପ ତାଙ୍କ ଟ୍ରୁଥ୍‌ ସୋସିଆଲରେ କହିଥିଲେ ଯେ ସେ ସୁନା ବାରଗୁଡ଼ିକୁ ଟାରିଫ୍‌ରୁ ମୁକ୍ତ କରୁଛନ୍ତି। କଷ୍ଟମ୍ସ ଏବଂ ସୀମା ସୁରକ୍ଷା ବିଭାଗର ନିଷ୍ପତ୍ତିର କିଛି ଦିନ ପରେ ଟ୍ରମ୍ପ ଏହା ଘୋଷଣା କରିଥିଲେ, ଯେଉଁଥିରେ କୁହାଯାଇଥିଲା ଯେ ସୁନା ବୁଲାନ ପାରସ୍ପରିକ ଟାରିଫ୍‌ ଉପରେ ନିର୍ଭରଶୀଳ। ସୋମବାର ଟ୍ରମ୍ପ କହିବା ମାତ୍ରେ ସୁନା ଉପରେ କୌଣସି ଟାରିଫ୍‌ ରହିବ ନାହିଁ, ସୁନା ଫ୍ୟୁଚର୍ସ ମୂଲ୍ୟରେ ଏକ ବଡ଼ ହ୍ରାସ ଦେଖାଯାଇଛି। ସମସ୍ତ କ୍ୟାରେଟ ସ୍ତର – ୨୪K, ୨୨K ଏବଂ ୧୮K ପାଇଁ ଆଜିର ୧ ଗ୍ରାମ ସୁନା ମୂଲ୍ୟ ଗତକାଲି ତୁଳନାରେ ଏକ ସ୍ପଷ୍ଟ ହ୍ରାସ ଧାରା ଦର୍ଶାଉଛି।

ଆଜି ୧୦ ଗ୍ରାମ ପିଛା ୨୪ କ୍ୟାରେଟକୁ ଅଛି ୧,୦୧,୪୦୦। ଗତକାଲି ଥିଲା ୧,୦୨,୨୮୦। ତେବେ ଆଜି ୮୮୦ ହ୍ରାସ ପାଇଛି। ସେହିପରି ଆଜି ୧୦ ଗ୍ରାମ ପିଛା ୨୨ କ୍ୟାରେଟକୁ ଅଛି ୯୨,୯୫୦ । ଗତ କାଲି ଥିଲା ୯୩,୭୫୦। ଗତକାଲି ତୁଳନାରେ ଆଜି ୮୦୦ଟଙ୍କା କମିଛି।

ସେହିପରି ଆଜି ଭୁବନେଶ୍ୱରରେ ମଧ୍ୟ ସୁନା ହ୍ରାସ ପାଇଛି। ଆଜି ୧୦ ଗ୍ରାମ ପିଛା ୨୪ କ୍ୟାରେଟକୁ ୧,୦୧,୪୦୦ ଟଙ୍କା ଥିବା ବେଳେ ଗତକାଲି ୧,୦୨,୨୮୦ ଥିଲା। ତେବେ ଗତକାଲି ତୁଳନାରେ ଆଜି ୮୮୦ ଟଙ୍କା ହ୍ରାସ ପାଇଛି। ୨୨ କ୍ୟାରେଟକୁ ୯୨,୯୫୦ ରହିଥିବା ବେଳେ ଗତକାଲି‘୯୩,୭୫୦ ଥିଲା। ଆଜି ୮୦୦ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri