Posted inବଜେଟ

ଧନତେରସର ଗୋଟିଏ ଦିନ ପୂର୍ବରୁ ବଦଳିଲା ସୁନା ଦର? ଚେକ୍ କରନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୭ା୧୦:  ଆଜି ପୁଣି ବଦଳିଲା ସୁନା ଦର। ଧନତେରସ ପୂର୍ବରୁ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା-ରୂପା ମୂଲ୍ୟ। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୩୨,୭୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୧,୭୦୦ ଟଙ୍କା ଛୁଇଁଛି। ସେହିପରି ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୨,୭୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୧,୭୦୦ ଟଙ୍କାକୁ ପହଞ୍ଚିଛି।

ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୨,୦୩,୦୦୦ ଟଙ୍କାରେ କାରବାର ଆରମ୍ଭ କରିଛି। କେମିତି ଜାଣିବେ ସୁନାର ଶୁଦ୍ଧତା- ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri