ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪ ହଜାର ଥିବାବେଳେ ୨୨ କ୍ୟାରେଟ ଦାମ ୧ ଲକ୍ଷ ୪୧ ହଜାର ୯ ଶହ ଟଙ୍କା , ୧୮ କ୍ୟାରେଟ ଦାମ ୧ ଲକ୍ଷ ୧୬ ହଜାର ୧୧୦ ଟଙ୍କା। ଗତକାଲି ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧,୪୯,୭୮୦ ଥିଲା ବେଳେ ୨୨ କ୍ୟାରେଟ୍‌ ୧,୩୭,୩୦୦ ଏବଂ ୧୮ କ୍ୟାରେଟ୍‌ ମୂଲ୍ୟ ଥିଲା ୧,୧୨,୩୪୦।

ଦିଲ୍ଲୀରେ ସୁନା ମୂଲ୍ୟ (ପ୍ରତି ୧୦ ଗ୍ରାମ):
୨୪ କ୍ୟାରେଟ୍‌ – ୧,୫୪,୯୫୦
୨୨ କ୍ୟାରେଟ୍‌ – ୧,୪୨,୦୫୦
୧୮ କ୍ୟାରେଟ୍‌ – ୧,୧୬,୨୬୦

ମୁମ୍ବାଇରେ ସୁନା ମୂଲ୍ୟ (ପ୍ରତି ୧୦ ଗ୍ରାମ):
୨୪ କ୍ୟାରେଟ୍‌ ୧,୫୪,୮୦୦
୨୨ କ୍ୟାରେଟ୍‌ ୧,୪୧,୯୦୦
୧୮ କ୍ୟାରେଟ୍‌ ୧,୧୬,୧୧୦

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?