ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର ୯୪୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ୨୪ କ୍ୟାରେଟ ସୁନା ଦର ୧ ଲକ୍ଷ ୪୮ ହଜାର ୫୮୦ ଟଙ୍କାରେ ପହଞ୍ଚିଛି। ୨୨ କ୍ୟାରେଟ ସୁନା ଦର ୨୭୦୦ ବୃଦ୍ଧି ପାଇ ୧ ଲକ୍ଷ ୩୬ ହଜାର ୨୦୦ରେ ପହଞ୍ଚିଛି।

 

Dharitri – Odisha’s No.1 Odia Daily

 

Share