ନିରାକାରପୁର,୯।୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଏକ ସୁନା ଦୋକାନ ଉପରେ ମଙ୍ଗଳବାର ଦିନ ଚଢ଼ାଉ ହୋଇଥିଲା। ଦୁଇଟି ଗାଡିରେ ଆସିଥିବା ବିଭାଗୀୟ କର୍ମଚାରୀମାନେ ସକାଳ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହି ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ କିଛି ଖବରଦାତା ଖବର ସଂଗ୍ରହ ପାଇଁ ଘଟଣାସ୍ଥଳରେ ପହଞ୍ଚି ଫଟୋ ଉଠାଇବା ସମୟରେ ଦୋକାନୀଙ୍କ ସହେଯାଗୀମାନେ ଖବରଦାତାଙ୍କୁ ଧମକଚମକ ଦେଇ ମୋବାଇଲରୁ ଫଟୋ କାଟି ଦେଇଥିଲେ। ସେହିପରି ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ଚଢାଉ ସମ୍ପର୍କରେ ପଚାରିଥିଲେ ମଧ୍ୟ କେହି ମୁହଁ ଖୋଲି ନ ଥିଲେ ।
Posted inଆମ ଜିଲା ଖବର, ଖୋର୍ଦ୍ଧା View All
ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ
ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍ ଛଡାଇ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…
ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ
ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…
ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା
ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…
ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…
ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…
ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ
ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…
Archives

