ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି। ସୁନା ସୋମବାର ୧୦ ଗ୍ରାମ ପିଛା ୬୦୦ ଟଙ୍କା ଶସ୍ତା ହୋଇଛି। ଏଥି ସହିତ ରୂପା ମଧ୍ୟ କିଲୋଗ୍ରାମ ପିଛା ୧୨୦୦ ଟଙ୍କା ଶସ୍ତା ହୋଇଛି। ଏଭଳି ପରିସ୍ଥିତିରେ ଉଭୟ ସୁନା ଓ ରୂପା ମୂଲ୍ୟରେ ଏକ ଜବରଦସ୍ତ ହ୍ରାସ ଦେଖିବାକୁ ମିଳୁଛି।

ସପ୍ତାହର ପ୍ରଥମ ବାଣିଜ୍ୟ ଦିନରେ ଅର୍ଥାତ୍ ସୋମବାରରେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୭୨,୧୭୮ ଟଙ୍କାରେ ପହଞ୍ଚିଛି। ଶୁକ୍ରବାର ଦିନ, ୨୪ କ୍ୟାରେଟ୍ ସୁନା ସୁନା ଫ୍ୟୁଚର ବଜାରରେ ୧୦ ଗ୍ରାମ ପିଛା ୭୨,୭୯୨ ଟଙ୍କା ବନ୍ଦ ହୋଇଛି।

ସୁନା ବ୍ୟତୀତ ରୂପା ମୂଲ୍ୟରେ ମଧ୍ୟ ବହୁତ ହ୍ରାସ ଘଟିଛି। ବଜାରରେ ରୂପା ୧୨୦୭ ଟଙ୍କା ଶସ୍ତା ହୋଇ କିଲୋଗ୍ରାମରେ ୮୨,୩୦୦ ଟଙ୍କାରେ ପହଞ୍ଚିଛି। ଶୁକ୍ରବାର ଦିନ ଏହା କିଲୋଗ୍ରାମରେ ୮୩,୫୦୭ ଟଙ୍କା ବନ୍ଦ ହୋଇଛି।

  • ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୩,୮୪୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୫,୫୦୦ ଟଙ୍କାରେ ବିକ୍ରି ହେଉଛି।
  • ଚେନ୍ନାଇରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୪,୬୭୦ ଟଙ୍କା ଏବଂ ରୂପା କିଲୋଗ୍ରାମ ପିଛା ୮୯,୦୦୦ ଟଙ୍କାରେ ବିକ୍ରି ହେଉଛି।
  • ମୁମ୍ବାଇରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପ୍ରତି ୭୩,୬୯୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୫,୫୦୦ ଟଙ୍କାରେ ବିକ୍ରି ହେଉଛି।
  • କୋଲକାତାରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୩,୬୯୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୫,୫୦୦ ଟଙ୍କାରେ ବିକ୍ରି ହେଉଛି।

Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ…

ଜେ.କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ

ରିଷିଡା, ୧୦।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷ (କଳା ଓ ବିଜ୍ଞାନ)…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

ଗାଁରେ ଚାଞ୍ଚଲ୍ୟ: ଘରେ ଆତ୍ମହତ୍ୟା କଲେ ନାବାଳିକା, ପୋଲିସ ପହଞ୍ଚି…

ଗୁଣପୁର,୧୦।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହରର ପୁରୁଣା ଗୁଣପୁର ଉପର ସଉରା ସାହିରେ ଜଣେ ୧୪ ବର୍ଷୀୟା ନାବାଳିକା ଘରେ ଆତ୍ମହତ୍ୟା କରିଥିବା ଘଟଣା ଘଟିଛି।…

ଘର ତାଲା ଭାଙ୍ଗି ଚୋରି: ୩୦ ଭରି ସୁନା ଅଳଙ୍କାର, ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ….

ଦିଗପହଣ୍ଡି,୧୦|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧ ନଂ ୱାର୍ଡ ରାଜପୁର ରୋଡରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଭାସ୍କର ସାହୁଙ୍କ ଘର ସମ୍ମୁଖ କବାଟ…

କୂଳ ଲଙ୍ଘୁଛି ଆର୍ଯ୍ୟପଲ୍ଲୀ ସମୁଦ୍ର: ବଢୁଛି ଲୋକଙ୍କ ମଧ୍ୟରେ ଭୟ, ବର୍ଷାରେ ଉପଜିଲାପାଳ…

ଛତ୍ରପୁର,୧୦।୮ (ଦିଲ୍ଲୀପସାମଲ /ଦ୍ୱାରିକା ପଟ୍ଟନାୟକ ): ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri