ସୁନା ଚୋରା ଚାଲାଣ ଅଭିଯୋଗରେ ଦୁଇ ଚାଇନା ନାଗରିକ ଗିରଫ

କାଠମାଣ୍ଡୁ,୧୮।୮: ନେପାଳର ସେଣ୍ଟ୍ରାଲ ଇନଭେଷ୍ଟିଗେସନ ଏଜେନ୍ସି ସେଣ୍ଟ୍ରାଲ ଇନଭେଷ୍ଟିଗେସନ ବ୍ୟୁରୋ (ସିଆଇବି) ଶୁକ୍ରବାର ସୁନା ଚୋରା ଚାଲାଣ ମାମଲାରେ ଦୁଇ ଚାଇନା ନାଗରିକଙ୍କୁ ଗିରଫ କରିଛି। ଏପର୍ଯ୍ୟନ୍ତ ସୁନା ଚୋରା ଚାଲାଣ ମାମଲାରେ ସମୁଦାୟ୨୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତିମାନେ ୬୦ କିଲୋଗ୍ରାମ ସୁନା ଚୋରା କାରବାରରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଗିରଫ ଚାଇନା ନାଗରିକଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡିନାହିଁ।
ସିଆଇବି ମୁଖପାତ୍ର କୁବେର କଦାୟତ କହିଛନ୍ତି ଯେ ସୁନା ଚୋରା ଚାଲାଣ ତଥା ସଂଗଠିତ ଅପରାଧ ବିଭାଗ ଅଧୀନରେ ଉଭୟ ଚାଇନା ନାଗରିକଙ୍କ ବିରୋଧରେ ମାମଲା ରୁଜୁ ହେବ। ସିବିଆଇ ପୂର୍ବରୁ ନେପାଳର ଆୟକର ବିଭାଗ (ଡିଆରଆଇ) ଏହି ମାମଲାର ୧୯ଦିନ ଯାଏ ମାମଲାର ଯାଞ୍ଚ କରିଥିଲେ ଏବଂ ପରେ ଯାଞ୍ଚର ଦାୟିତ୍ୱ ସିଆଇବିକୁ ହସ୍ତାନ୍ତର କରାଯାଇଥିଲା। ସୂଚନାଯୋଗ୍ୟ, ଜୁଲାଇ ୧୮ରେ, ଡିଆରଆଇ କାଠମାଣ୍ଡୁର ସିନାମାଙ୍ଗଲ ଅଞ୍ଚଳରୁ ଚୋରା ସୁନା ଜବତ କରିଥିଲା। ଅନୁସନ୍ଧାନରୁ ଜଣାପଡିଛି ଯେ କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ସୁନା କଷ୍ଟମ ଯାଞ୍ଚରୁ ରକ୍ଷା ପାଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri