ତାମିଲନାଡୁରୁ ବ୍ରହ୍ମପୁର ସୁନା ଚାଲାଣ ଘଟଣା: ୨୩.୨୧ ଲକ୍ଷ ଟଙ୍କା ଜିଏସ୍‌ଟି ଆଦାୟ

ବ୍ରହ୍ମପୁର ଅଫିସ,୬ା୧୨ -ବ୍ରହ୍ମପୁର ଗୋଷାଣୀ ନୂଆଗଁା ପୋଲିସ ଶନିବାର ଅନ୍ଧପସରା ରୋଡ୍‌ରେ ଗାଡିମୋଟର ଯାଞ୍ଚବେଳେ ଏକ କାର୍‌ରୁ ୪କେଜି ସୁନା ଓ ୨୩୫ କେଜି ରୁପା ଅଳଙ୍କାର ଜବତ କରିଥିଲା। ଘଟଣାରେ ସମ୍ପୃକ୍ତ ୩ଜଣଙ୍କୁ ଅଟକ ରଖିବା ସହ କାର ଜବତ କରିଥିଲା। ଏ ନେଇ ପୋଲିସ ସେଲ୍‌ ଟ୍ୟାକ୍ସର ଜିଏସ୍‌ଟି ବିଭାଗକୁ ଖବର ଜଣାଇଥିଲା। ଗହଣା ଚାଲାଣକାରୀମାନେ କେତେ ଟଙ୍କାର ଟିକସ ଫାଙ୍କିଥିଲେ ତାହାର ତଦନ୍ତ ଜିଏସଟି ବିଭାଗ କରିଥିଲା। ହିସାବ ପରେ ୨୩ ଲକ୍ଷ ୨୧ହଜାର ୬୬୬ ଟଙ୍କାର ଟିକସ ଫାଙ୍କିଥିବା ଜଣାପଡିଥିଲା। ରବିବାର ସେମାନେ ଉକ୍ତ ଟିକସ ଟଙ୍କା ପୈଠ କରିଥିଲେ ବୋଲି ଗୋଷାଣୀ ନୂଆଗଁା ଥାନା ଅଧିକାରୀ ସୁମିତ ସୋରେନ ସୂଚନା ଦେଇଛନ୍ତି। ଟିକସ ପୈଠ ପରେ ସେମାନେ ଉକ୍ତ ସୁନା ଓ ରୁପା ସାମଗ୍ରୀ ନେଇଯାଇଥିବା ସୋରେନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri