ବ୍ରହ୍ମପୁର ଆଇଟିଆଇକୁ ସ୍ବର୍ଣ୍ଣ

ବ୍ରହ୍ମପୁର ଅଫିସ,୨୩ା୧୦: ବ୍ରହ୍ମପୁର ଆଇଟିଆଇ ଜାତୀୟସ୍ତରୀୟ ଦକ୍ଷତାଭିତ୍ତିକ ପ୍ରତିଯୋଗିତାରେ ସଫଳତା ହାସଲ କରିଛି। ଗତ ୨୦ରୁ ୨୩ ତାରିଖ ଯାଏ ବିହାର ପାଟନାଠାରେ ଏହି ପ୍ରତିଯୋଗିତା ହୋଇଥିଲା। ଏଥିରେ ୮ଟି ରାଜ୍ୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଏଥିମଧ୍ୟରୁ ବ୍ରହ୍ମପୁର ଆଇଟିଆଇ ଇଲେକଟ୍ରିିକାଲ ଇନଷ୍ଟାଲସନ୍‌ରେ ବରୁଣ ସାହୁଙ୍କୁ ସ୍ବର୍ଣ୍ଣ ପଦକ , ଲ୍ୟାଣ୍ଡ ର୍ସ୍କାପରେ ପ୍ରସାଦ କୁମାର ଦାଶ ଉତ୍ତମ ପ୍ରଧାନଙ୍କୁ ୨ଟି ସ୍ବର୍ଣ୍ଣ ଏବଂ ପେଣ୍ଟିଂ ଓ ଡେକୋରେଟିଂରେ ଅନୁରାଧା ବିଶ୍ୱାଳ ରୌପ୍ୟ ପଦକ ହାସଲ କରିଛନ୍ତି। ଏଥିସହ ୧୧ ହଜାର ଟଙ୍କା ପୁରସ୍କାର ରାଶି ସାଙ୍ଗକୁ ମାନପତ୍ର ମିଳିଛି। ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ବିହାରର ରାଜ୍ୟପାଳ ଫାରୁ ଚାୈହାନ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ଆଇଟିଆଇ ଅଧ୍ୟକ୍ଷ ଡ.ରଜତ କୁମାର ପାଣିଗ୍ରାହୀ କୃତୀ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ରାଜ୍ୟରେ ତାତିର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇଛି। ତଥାପି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାର ୧୦ ସହରରେ ପାରଦ ୪୧...

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୭-୧୧ (ବ୍ୟୁରୋ):କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ ବିଧବା ମହିଳାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ବଡ଼ଗଡ଼ ଥାନା ଅଧୀନ ଝରଣା ସାହିର...

ପାଠକ ବାପା ପୁଅଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୧।୩(ବ୍ୟୁରୋ): ଠକେଇ ମାମଲାରେ ଗିରଫ ହୋଇଥିବା ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ଶେଷରେ ଜାମିନ ମିଳିଛି। ପାଠକ ବାପ...

ବୁଦ୍ଧଖୋଲରେ ମାଙ୍କଡ଼ଙ୍କୁ ଖାଦ୍ୟ ଯୋଗାଉଛନ୍ତି ପୂଜାରୀ

ବୁଗୁଡା,୧୨।୪(ଡି.ଏନ୍‌.ଏ.): ମହାମାରୀ କରୋନା ମୁକାବିଲା ଦିଗରେ ରାଜ୍ୟ ସରକାର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ବିଭିନ୍ନ ମନ୍ଦିର ତଥା ପର୍ଯ୍ୟଟକସ୍ଥଳୀକୁ ବନ୍ଦ...

ଟାଙ୍ଗରା ଭୂଇଁ ଏବେ ସବୁଜ ବନାନୀ: ସହଦେବଙ୍କୁ ମିଳିଛି ବୃକ୍ଷ ବନ୍ଧୁ ପରିଚୟ

ଚମ୍ପୁଆ, ୧୫ା୩(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଙ୍ଗାମାଟିଆ ପଞ୍ଚାୟତର ବନିକା ଗ୍ରାମର ସହଦେବ ସିଂହ ପ୍ରାୟ ୫ଏକର ଜମିରେ ଜଙ୍ଗଲ ସୃଷ୍ଟି କରି ଅନ୍ୟମାନଙ୍କ...

ଯୁବକଙ୍କୁ ହତ୍ୟା କରି ଗଛରେ ଟାଙ୍ଗି ଦେଇଥିଲେ ଅଭିଯୁକ୍ତ

ଲହୁଣୀପଡ଼ା,୧୯।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ମହୁଲପଦା ଥାନା ଅଧୀନ ମରଚିଢିହି ଗ୍ରାମରେ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ଏହାକୁ ଆତ୍ମହତ୍ୟାର...

ତହସିଲଦାରଙ୍କୁ ଶିକ୍ଷକଙ୍କ ଦୁର୍ବ୍ୟବହାର ଅଭିଯୋଗ

କୋକସରା,୨୪।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅଧୀନ ଆମପାଣି ପଞ୍ଚାୟତ ବିରିମୁହାଣ ଗ୍ରାମକୁ ଗୁରୁବାର କୋକସରା ତହସିଲଦାର ଦେବବ୍ରତ...

ଫେରାର ୩ ମାଓବାଦୀ ଗିରଫ

ମାଲକାନଗିରି,୩୦।୫(ସ୍ବ.ପ୍ର) ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ସୁକୁମା ଜିଲା କୋଂଟା ପୋଲିସକୁ ଏକ ବଡ ସଫଳତା ମିଳିଛିା ମାଓ ମାମଲାରେ ଫେରାର ଥିବା ୩ ମାଓବାଦୀଙ୍କୁ...

Advertisement
Archives

Model This Week