ବ୍ରହ୍ମପୁର ଆଇଟିଆଇକୁ ସ୍ବର୍ଣ୍ଣ

ବ୍ରହ୍ମପୁର ଅଫିସ,୨୩ା୧୦: ବ୍ରହ୍ମପୁର ଆଇଟିଆଇ ଜାତୀୟସ୍ତରୀୟ ଦକ୍ଷତାଭିତ୍ତିକ ପ୍ରତିଯୋଗିତାରେ ସଫଳତା ହାସଲ କରିଛି। ଗତ ୨୦ରୁ ୨୩ ତାରିଖ ଯାଏ ବିହାର ପାଟନାଠାରେ ଏହି ପ୍ରତିଯୋଗିତା ହୋଇଥିଲା। ଏଥିରେ ୮ଟି ରାଜ୍ୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଏଥିମଧ୍ୟରୁ ବ୍ରହ୍ମପୁର ଆଇଟିଆଇ ଇଲେକଟ୍ରିିକାଲ ଇନଷ୍ଟାଲସନ୍‌ରେ ବରୁଣ ସାହୁଙ୍କୁ ସ୍ବର୍ଣ୍ଣ ପଦକ , ଲ୍ୟାଣ୍ଡ ର୍ସ୍କାପରେ ପ୍ରସାଦ କୁମାର ଦାଶ ଉତ୍ତମ ପ୍ରଧାନଙ୍କୁ ୨ଟି ସ୍ବର୍ଣ୍ଣ ଏବଂ ପେଣ୍ଟିଂ ଓ ଡେକୋରେଟିଂରେ ଅନୁରାଧା ବିଶ୍ୱାଳ ରୌପ୍ୟ ପଦକ ହାସଲ କରିଛନ୍ତି। ଏଥିସହ ୧୧ ହଜାର ଟଙ୍କା ପୁରସ୍କାର ରାଶି ସାଙ୍ଗକୁ ମାନପତ୍ର ମିଳିଛି। ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ବିହାରର ରାଜ୍ୟପାଳ ଫାରୁ ଚାୈହାନ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ଆଇଟିଆଇ ଅଧ୍ୟକ୍ଷ ଡ.ରଜତ କୁମାର ପାଣିଗ୍ରାହୀ କୃତୀ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କପିଳାସ ଅଭୟାରଣ୍ୟରେ ସଫାରି

ଢେଙ୍କାନାଳ ଅଫିସ, ୩।୩ – ଜୈବ ବିବିଧତା ଏବଂ ବନ୍ୟପ୍ରାଣୀ ସମ୍ଭାରରେ ଭରପୂର କପିଳାସ ଅଭୟାରଣ୍ୟରେ ଖୁବ୍‌ଶୀଘ୍ର ସଫାରିର ମଜା ନେବେ ପର୍ଯ୍ୟଟକ। ଏଥିଲାଗି ବନ...

ହାତ ଯୋଡ଼ିଲେ, ନେହୁରା ହେଲେ

ଢେଙ୍କାନାଳ ଅଫିସ, ୨୨।୪ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦାଶିବପୁର ପଞ୍ଚାୟତ ଅଧୀନ ପଶାସିଂହ ଗ୍ରାମ ପ୍ରାଥମିକ ବିଦ୍ୟାଳୟ ମିଶ୍ରଣକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ପୁଞ୍ଜୀଭୂତ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସୁନ୍ଦରଗଡ ଜିଲା କେନ୍ଦ୍ରସମବାୟ ବ୍ୟାଙ୍କ ପକ୍ଷରୁ ୧୦ ଲକ୍ଷ ଟଙ୍କା ପ୍ରଦାନ

ସୁୁନ୍ଦରଗଡ, ୮ା୪ (ଡି.ଏନ୍‌.ଏ)- କରୋନା ମୁକାବିଲା ପାଇଁ ସୁନ୍ଦରଗଡ ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି...

ଅନୁଗୋଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ,ବାଣ୍ଟିବେ ସ୍ମାର୍ଟ ହେଲ୍‌ଥ କାର୍ଡ

ଅନୁଗୋଳ ଅଫିସ,୧୯।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସିବେ । ମୁଖ୍ୟମନ୍ତ୍ରୀ ସକାଳ ୧୧ ଟାରେ ଅନୁଗୋଳ ଷ୍ଟାଡିୟମରେ ଥିବା ହେଲିପ୍ୟାଡରେ...

୨୦୦ ଲିଟର ଦେଶୀ ମଦ ସହ ଅଟୋ ଜବତ, ଜଣେ ଗିରଫ

ଭଦ୍ରକ ଅଫିସ,୧୦।୬: ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଡାହାଣୀଗଡ଼ିଆ ଛକ ଅଂଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଚରମ୍ପା ଆଡୁ ବାଇପାସ ଆଡକୁ ଆସୁଥିବା ଏକ ଯାତ୍ରୀବାହୀ...

ସ୍ୟାଣ୍ଡ ଆନିମେଶନ୍‌ରେ କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ସୁଦର୍ଶନଙ୍କ ବାର୍ତ୍ତା: ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମହାମାରୀର ମୁକାବିଲା ପାଇଁ ସଚେତନ ହେବା ଆବଶ୍ୟକ। ଏହାକୁ ନେଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ବିଭିନ୍ନ ପରାମର୍ଶ ଦିଆଯାଉଛି।...

ଶିକ୍ଷୟିତ୍ରୀଙ୍କୁ ଆକ୍ରମଣ କରି ଅଳଙ୍କାର ଲୁଟ୍‌

ବ୍ରହ୍ମପୁର ଅଫିସ,୧୫/୮- ମୋହଡା ନିକଟ ନରସିଙ୍ଗପୁର ଗ୍ରାମରେ ଥିବା ପ୍ରାଥମିକ ସ୍କୁଲର ଶିକ୍ଷୟିତ୍ରୀ ଏଲ. ଶୋଭନାଙ୍କୁ ଗୁରୁବାର ଦୁର୍ବୃତ୍ତମାନେ ଅକ୍ରମଣ କରି ସୁନା ଅଳଙ୍କାର ଲୁଟି...

CORONAVIRUS UPDATE: ରାଜ୍ୟରେ ଆଉ ୭କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ଛୁଇଁଲା ୧୧୮

ଭୁବନେଶ୍ୱର,୨୮।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ...

Advertisement
Archives

Model This Week