Posted inଖେଳ

୪୦୦ ମିଟରରେ ଜୟନ୍ତୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୬।୩(କ୍ରୀଡ଼ା ପ୍ରତିନିଧି)-ବେଙ୍ଗାଲୁରୁଠାରେ ଚାଲିଥିବା ୧୯ତମ ଜାତୀୟ ପାରା ଆଥ୍‌ଲେଟିକ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣିମ ସଫଳତା ଅର୍ଜନ କରି ରାଜ୍ୟକୁ ଗର୍ବିତ କରିଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଧାବିକା ଜୟନ୍ତୀ ବେହେରା। ପ୍ରତିଯୋଗିତାର ୪୦୦ ମିଟର ଟି-୪୭ କାଟେଗୋରିରେ ଜୟନ୍ତୀ ୫୯.୪୩ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ଶୁକ୍ରବାର ୧୦୦ ମିଟର ଫାଇନାଲ ଓ ୨୦୦ ମିଟର ରେସ୍‌ରେ ଭାଗନେବେ। ”ପାଖାପାଖି ଦୁଇବର୍ଷ ହେଲା ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ କୌଣସି ପ୍ରତିଯୋଗିତାରେ ଭାଗ ନେବା ସମ୍ଭବ ହୋଇନି। ତେଣୁ ୪୦୦ ମିଟରରେ ସ୍ବର୍ଣ୍ଣ ପଦକ ପାଇଥିବାରୁ ବହୁତ ଖୁସି। ଆଗକୁ ଆସୁଥିବା ଟୋକିଓ ପାରାଅଲିମ୍ପିକ୍ସରେ ଭଲ ପ୍ରଦର୍ଶନ କରିବା ନେଇ ଆଶା ରହିଛି“ ବୋଲି ଜୟନ୍ତୀ ନିଜ ପ୍ରତିକ୍ରିୟାରେ କହିଛନ୍ତି। ପାରା ସ୍ପୋଟର୍‌ସ ଆସୋସିଏଶନ ଅଫ୍‌ ଓଡ଼ିଶା ପକ୍ଷରୁ ଜୟନ୍ତୀଙ୍କୁ ଅଭିନନ୍ଦନ ଜଣାଯାଇଛି। ପ୍ରକାଶଯୋଗ୍ୟ ଯେ, ଜୟନ୍ତୀ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri