Posted inଖେଳ

୪୦୦ ମିଟରରେ ଜୟନ୍ତୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୬।୩(କ୍ରୀଡ଼ା ପ୍ରତିନିଧି)-ବେଙ୍ଗାଲୁରୁଠାରେ ଚାଲିଥିବା ୧୯ତମ ଜାତୀୟ ପାରା ଆଥ୍‌ଲେଟିକ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣିମ ସଫଳତା ଅର୍ଜନ କରି ରାଜ୍ୟକୁ ଗର୍ବିତ କରିଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଧାବିକା ଜୟନ୍ତୀ ବେହେରା। ପ୍ରତିଯୋଗିତାର ୪୦୦ ମିଟର ଟି-୪୭ କାଟେଗୋରିରେ ଜୟନ୍ତୀ ୫୯.୪୩ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ଶୁକ୍ରବାର ୧୦୦ ମିଟର ଫାଇନାଲ ଓ ୨୦୦ ମିଟର ରେସ୍‌ରେ ଭାଗନେବେ। ”ପାଖାପାଖି ଦୁଇବର୍ଷ ହେଲା ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ କୌଣସି ପ୍ରତିଯୋଗିତାରେ ଭାଗ ନେବା ସମ୍ଭବ ହୋଇନି। ତେଣୁ ୪୦୦ ମିଟରରେ ସ୍ବର୍ଣ୍ଣ ପଦକ ପାଇଥିବାରୁ ବହୁତ ଖୁସି। ଆଗକୁ ଆସୁଥିବା ଟୋକିଓ ପାରାଅଲିମ୍ପିକ୍ସରେ ଭଲ ପ୍ରଦର୍ଶନ କରିବା ନେଇ ଆଶା ରହିଛି“ ବୋଲି ଜୟନ୍ତୀ ନିଜ ପ୍ରତିକ୍ରିୟାରେ କହିଛନ୍ତି। ପାରା ସ୍ପୋଟର୍‌ସ ଆସୋସିଏଶନ ଅଫ୍‌ ଓଡ଼ିଶା ପକ୍ଷରୁ ଜୟନ୍ତୀଙ୍କୁ ଅଭିନନ୍ଦନ ଜଣାଯାଇଛି। ପ୍ରକାଶଯୋଗ୍ୟ ଯେ, ଜୟନ୍ତୀ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋଚ୍‌ ପଞ୍ଜିକରଣ ପାଇଁ ଓପନ୍‌ ଆପ୍ଲିକେଶନ ସବ୍‌ମିଶନ ସିଷ୍ଟମ ଆରମ୍ଭ

ନୂଆଦିଲ୍ଲୀ,୧।୭(ପି.ଟି.): କୋଚ୍‌ ଓ ଟେକ୍‌ନିକାଲ ଅଫିସିଆଲମାନଙ୍କ ପଞ୍ଚିକରଣ ପାଇଁ ହକି ଇଣ୍ଡିଆ ଏକ ନୂଆ ପ୍ରୟାସ ଆରମ୍ଭ କରିଛି। ହକି ଇଣ୍ଡିଆ ଏଥିପାଇଁ ଓପନ୍‌ ଆପ୍ଲିକେଶନ...

ଗମ୍ଭୀରଙ୍କ ବିଜୟ ପରେ ଆଫ୍ରିଦି କହିଲେ: ଯାହାର ବୁଦ୍ଧି ନାହିଁ, ଲୋକ ତାଙ୍କୁ ଭୋଟ ଦେଇଛନ୍ତି

ଇସଲମାବାଦ୍‌. ୨୮।୫: କ୍ରିକେଟରୁ ରାଜନେତା ପାଲଟିଥିବା ଗୌତମ ଗମ୍ଭୀର ସାଧାରଣ ନିର୍ବାଚନରେ ପୂର୍ବ ଦିଲ୍ଲୀ ଲୋକ ସଭା ଆସନରୁ ଲଢି ବିଜୟ ହାସଲ କରିଛନ୍ତି। ଗମ୍ଭୀରଙ୍କ...

ମେଡିକାଲରୁୁ ଡିସ୍‌ଚାର୍ଜ ହେଲେ ଲାରା

ମୁମ୍ବାଇ,୨୬।୬- କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ତାଙ୍କୁ ମେଡିକାଲରୁ ବୁଧବାର ଡିସ୍‌ଚାର୍ଜ କରାଯାଇଛି। ଛାତିରେ ଯନ୍ତ୍ରଣା ହେଉଥିବାରୁ ସେ ମଙ୍ଗଳବାର...

ଆଫ୍ରିଦିଙ୍କ ଘରକୁ ଆସିଲେ ପଞ୍ଚମ କନ୍ୟା ସନ୍ତାନ

ଇସଲାମାବାଦ,୧୫।୨: ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ୍‌ ଆଫ୍ରିଦିଙ୍କ ଘରକୁ ଜଣେ ନୂଆ ଅତିଥି ଆସିଛନ୍ତି। ନିକଟରେ ଆଫ୍ରିଦି ପଞ୍ଚମ ଥର ପାଇଁ କନ୍ୟା ସନ୍ତାନର ପିତା...

ଟି୨୦ ସିରିଜ ଜିତିଲା ପାକିସ୍ତାନ: ଜିମ୍ବାଓ୍ବେ ୨୪ରନରେ ପରାସ୍ତ

ହାରାରେ,୨୬।୪: ସ୍ଥାନୀୟ ହାରାରେ ସ୍ପୋଟର୍‌ସ କ୍ଲବ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପାକିସ୍ତାନ ଘରୋଇ ଜିମ୍ବାଓ୍ବେକୁ ୨୪ ରନରେ ପରାସ୍ତ...

ଟିମ୍‌ରୁ ବାଦ୍‌ ପଡ଼ିଥିଲେ ଏହି ଖେଳାଳି; ଏବେ ହାସଲ କଲେ ତ୍ରିଶତକ

କଲମ୍ବୋ, ୨୬।୮: ଦୀନେଶ ଚାଣ୍ଡିମଲ। ଶ୍ରୀଲଙ୍କା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ତଥା ଉଇକେଟ୍‌କିପର। ଗତବର୍ଷ ଚୟନକର୍ତ୍ତମାନେ ଚାଣ୍ଡିମଲଙ୍କୁ ଅଧିନାୟକ ପଦରୁ ହଟାଇ ଦେବା ସହିତ...

ବୋଟାସଙ୍କୁ ପୋଲ୍‌ ପୋଜିଶନ

ସିଲଭରଷ୍ଟୋନ୍‌, ୯ା୮ (ଏପି)-ଫର୍ମୁଲା ଓ୍ବାନ୍‌ର ୭୦ତମ ବାର୍ଷିକୀ ଗ୍ରାଁ ପ୍ରି ପାଇଁ ମର୍ସିଡିଜ୍‌ ଟିମ୍‌ମେଟ୍‌ ଲିଓ୍ବିସ ହାମିଲଟନଙ୍କୁ ପଛରେ ପକାଇ ଭାଲଟେରି ବୋଟାସ ଏଠାରେ ପୋଲ...

ତୃତୀୟ ଅମ୍ପାୟରଙ୍କ ତ୍ରୁଟି: ପୁନଃ ଲାଗୁ ହେଲା ଇଂଲଣ୍ଡର ଡିଆରଏସ୍‌

ଚେନ୍ନାଇ,୧୪।୨(ପି.ଟି.): ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିବସରେ ଏକ ନିଆରା ଘଟଣା ଦେଖିବାକୁ ମିଳିଥିଲା। ତୃତୀୟ ଅମ୍ପାୟର ଅନିଲ ଚୌଧୁରୀଙ୍କ ଏକ ତ୍ରୁଟି ଯୋଗୁ...

Advertisement
Ten Cric Info


Archives

Model This Week