Posted inଖେଳ

ପ୍ରମୋଦଙ୍କୁ ସ୍ବର୍ଣ୍ଣ, ଦୀପ ରଞ୍ଜନଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୪।୧୧, (ତପନ ସ୍ବାଇଁ): ଟୋକିଓରେ ହୁଲିକ ଦାଇହାତ୍‌ସୁ ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ସୋମବାର ଶେଷ ହୋଇଛି। ଏଥିରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଶାର ପ୍ରମୋଦ ଭଗତ ସିଙ୍ଗଲ୍ସରେ ସ୍ବର୍ଣ୍ଣ ଓ ଦୀପ୍‌ ରଞ୍ଜନ ବିଷୋୟୀ ଡବଲ୍ସରେ ରୌପ୍ୟ ପଦକ ହାସଲ କରିଛନ୍ତି। ସିଙ୍ଗଲ୍ସ ଫାଇନାଲରେ ପ୍ରମୋଦ ଅନ୍ୟତମ ଭାରତୀୟ ଖେଳାଳି ମନୋଜ ସରକାରଙ୍କୁ ୨୧-୧୬, ୨୧-୧୮ରେ ପରାସ୍ତ କରିଥିଲେ। ଏହା ପୂର୍ବରୁ ସେ ସେମିଫାଇନାଲରେ ୟୁକ୍ରେନର ଓଲେକଜାଣ୍ଡର ଚିରକୋଭଙ୍କୁ ୨୨-୨୦, ୨୧-୧୯, ୨୧-୧୭ରେ ହରାଇ ଦେଇଥିଲେ। ମିକ୍ସଡ ଡବଲ୍ସରେ ପ୍ରମୋଦ ଓ ମନିଷା ରାମଦାସ ଯୋଡି କ୍ୱାର୍ଟର ଫାଇନାଲରେ ଚାଇନାର ୟାଙ୍ଗ୍‌ ଜିଆନୟୁଆନ ଓ ୟାଙ୍ଗ୍‌ କ୍ୟୁ ଜିଆଙ୍କଠାରୁ ୧୪-୨୧, ୨୧-୧୫, ୧୬-୨୧ରେ ପରାସ୍ତ ହୋଇଥିଲେ।
ଡବଲ୍ସରେ ଦୀପ ରଞ୍ଜନ ବିଶୋଇ ଓ ମନୋଜ ସରକାର ଯୋଡି ଫାଇନାଲରେ ନିଜ ଦେଶର ନିହାଲ ଗୁପ୍ତା ଓ ନବୀନ ଶିବକୁମାରଙ୍କଠାରୁ ୧୯-୨୧, ୨୧-୧୮, ୧୭-୨୧ ରେ ହାରି ଯାଇଛନ୍ତି। ଏଥିରେ ଅଂଶଗ୍ରହଣ କରିଥିବା ଓଡ଼ିଶାର ଅନ୍ୟ ୨ ପ୍ରତିଯୋଗୀ
ଶୁଭ୍ରଜିତ ମହାରଣା ଓ ଦିଲେଶ୍ୱର ରାଓ ଭଲ ପ୍ରଦର୍ଶନ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri