ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ସୁରେନ୍ଦ୍ରଙ୍କୁ ସ୍ବର୍ଣ୍ଣ

ଭଣ୍ଡାରିପୋଖରୀ, ୫ା୪(ସ୍ବ.ପ୍ର.): କ୍ରୀଡ଼ା କ୍ଷେତ୍ରରେ ଭଦ୍ରକ ଜିଲା ସମେତ ଓଡ଼ିଶାକୁ ଗୌରବାନ୍ବିତ କରିଥିବା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ଗ୍ରାମର ଯୁବ ପ୍ରତିଭା ସୁରେନ୍ଦ୍ର ଦାସ ଏବେ ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ପାଇଛନ୍ତି। ଚଳିତ ମାସ ୧ ଓ ୨ ତାରିଖରେ ହରିୟାଣା ପାନୀପତଠାରେ ଅନୁଷ୍ଠିତ ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ସୁରେନ୍ଦ୍ର ଭାଗ ନେଇଥିଲେ। ଓଡ଼ିଶା, ଆନ୍ଧ୍ର, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ହରିୟାଣା, ଉତ୍ତରପ୍ରଦେଶ, ଦିଲ୍ଲୀର ପ୍ରାୟ ୩୦୦ ପ୍ରତିଯୋଗୀ ଏଥିରେ ଭାଗ ନେଇଥିବା ବେଳେ ପୁରୁଷ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ସୁରେନ୍ଦ୍ର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଆୟୋଜକଙ୍କ ପକ୍ଷରୁ ତାଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯାଇଛି। ଏହାବ୍ୟତୀତ ଦଳଗତ ଭାବେ ମଧ୍ୟ ତାଙ୍କୁ ମାନପତ୍ର ଓ ଅର୍ଥରାଶି ସହ ପୁରସ୍କୃତ କରାଯାଇଛି।
ସପରିବାର ଏବେ ରାଜଧାନୀରେ ବସବାସ କରୁଛନ୍ତି। ବଡି ବିଲ୍ଡିଂ ଓ ସୁନ୍ଦର ସ୍ବାସ୍ଥ୍ୟ ପ୍ରଦର୍ଶନୀ ପ୍ରତିଯୋଗିତାରେ ସେ ଅଂଶଗ୍ରହଣ କରି ବିଭିନ୍ନ ସମୟରେ ପୁରସ୍କୃତ ହୋଇଛନ୍ତି। ୪ ବର୍ଷ ହେବ ଓଡ଼ିଶାର ଅନେକ ଜିଲାରେ ସେ ପ୍ରତିଯୋଗିତାରେ ଭାଗନେଇ ସେ ସଫଳତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri