Odisha Elections 2024

ଭୁବନେଶ୍ୱର ବିମାନବନ୍ଦରରୁ ୨ କୋଟିରୁ ଅଧିକ ମୂଲ୍ୟର ସୁନା ଜବତ

ଭୁବନେଶ୍ୱର,୮ା୫: ଭୁବନେଶ୍ବର ବିମାନବନ୍ଦରରୁ ବୁଧବାର ୩ କେଜିରୁ ଊଦ୍ଧର୍‌ବ ସୁନା ଜବତ
କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ୩.୭୭ କେଜି ସୁନା ଜବତ କରିଛି। ଏହି ଜବତ ସୁନାର ମୂଲ୍ୟ ପ୍ରାୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଦୁବାଇରୁ ଭୁବନେଶ୍ବର ଆସୁଥିବା ୪ ଯାତ୍ରୀଙ୍କଠାରୁ ଏହି ସୁନା ଜବତ କରାଯାଇଥିବା ବେଳେ ୪ ଜଣଙ୍କୁ ଗିରଫ କରି ପଚରାଉଚରା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର...

ବାତ୍ୟାର ଆସିବାର କୌଣସି ପୂର୍ବାନୁମାନ କରାଯାଇ ନାହିଁ: ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୫: ରବିବାର ଭୁବନେଶ୍ୱର ଆଇଏମଡି ନିର୍ଦ୍ଦେଶକ ମନୋରାମା ମହାନ୍ତି ସୂଚନା ଦେଇଛନ୍ତି ଯେ ବାତ୍ୟା ସୃଷ୍ଟି ହେବାର କୌଣସି ପୂର୍ବାନୁମାନ କରାଯାଇ ନ ଥିବାରୁ ଭୟଭୀତ...

‘ୱାର୍ଡମେମ୍ବର ନିର୍ବାଚନ ଲଢ଼ିନାହାନ୍ତି, ମୋତେ ପଚାରୁଛନ୍ତି କ’ଣ କରିଛ’: ଅପରାଜିତା

ଭୁବନେଶ୍ୱର,୧୯।୫: ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଭାଜପା ନେତ୍ରୀ ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri