ବଜେଟ ପୂର୍ବବର୍ତ୍ତୀ ସମୟ ସୁନା କିଣିବାର ସୁବର୍ଣ୍ଣ ସୁଯୋଗ:ହଂସ

ଭୁବନେଶ୍ୱର,୨୨।୧: ଚଳିତ ବର୍ଷ ଫେବୃଆରୀରେ ସରକାର ଆସନ୍ତା ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ। ଏହି ସମୟର ସରକାର ସୁନା ଉପରେ ସୀମାଶୁଳ୍କ ବଢ଼ାଇପାରନ୍ତି। ଏପରିକି ଶୁଳ୍କ ବଢ଼ିଲେ ସୁନା ଦର ମଧ୍ୟ ସେହି ଅନୁସାରେ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ତେଣୁ ବଜାର ବିଶେଷଜ୍ଞଙ୍କ ମତ ଅନୁସାରେ ବର୍ତ୍ତମାନ ସୁନା ଦର କମ୍‌ ରହିଛି। ଏହି ସମୟରେ ଆବଶ୍ୟକ ସୁନା କିଣିନେବା ଏକ ଲାଭଦାୟୀ ପନ୍ଥା ହେବ। ସେହିଭଳି ୨୦୨୪ ଜୁଲାଇ ୨୩ରେ ପାରିତ ବଜେଟ ଅନୁଯାୟୀ ସୁନାର ସୀମାଶୁଳ୍କ ୧୫%ରୁ କମି ୬% ହୋଇଯାଇଥିଲା। ଏହା ଫଳରେ ସୁନା ଆମଦାନୀ ଆଖିଦୃଶିଆ ଭାବେ ବୃଦ୍ଧି ପାଇଥିଲା ବୋଲି ଲାଲ୍‌ଚାନ୍ଦ ଜୁଏଲର୍ସର ଫାଉଣ୍ଡର ଚେୟାରମ୍ୟାନ ସଞ୍ଜୟ ହଂସ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ସେହିପରି ଗତ ବର୍ଷର ଏହି ଆମଦାନୀ ଶୁଳ୍କରେ ହ୍ରାସ ବ୍ୟବସ୍ଥାର ଭାରସାମ୍ୟ ରକ୍ଷାକରିବା ନେଇ ସରକାର ନିଶ୍ଚିତ ଚିନ୍ତା କରିବେ ଆକଳନ କରାଯାଉଛି ବୋଲି ହଂସ କହିଥିଲେ। ଏହା ସହ ଆମଦାନୀ ଶୁଳ୍କରେ ବୃଦ୍ଧି ସ୍ଥାନୀୟ ବଜାରର କାରବାର ଆଶଙ୍କାକୁ ମଧ୍ୟ ବଢ଼ାଇଦେବ। ସେଥିପାଇଁ ଆଶାୟୀ ଗ୍ରାହକମାନେ ଦର ହ୍ରାସ ହୋଇଥିଲାବେଳେ ଆବଶ୍ୟକ ସୁନା କିଣିନେବା ଏକ ଉପଯୋଗୀ ପଦକ୍ଷେପ ହେବ ବୋଲି ହଂସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri