Posted inUncategorized

ଡିପି ପରିବର୍ତ୍ତନ ପରେ ଭାଜପା ନେତାଙ୍କ ଟୁଇଟରରୁ ଗୋଲଡେନ୍‌ ଟିକ୍‌ ଉଭାନ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ଲୋକଙ୍କୁ ସେମାନଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟର ଡିସପ୍ଲେ ପିକ୍ସଚର(ଡିପି) ପରିବର୍ତ୍ତନ କରି ତ୍ରିରଙ୍ଗା ରଖିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଥିଲେ। ଏହା ପରେ ଲୋକଙ୍କ ସମେତ ନେତାମାନେ ନିଜ ନିଜ ସୋସିଆଲ ମିଡିଆ ଆକାଉଣ୍ଟର ଡିପି ପରିବର୍ତ୍ତନ କରିଥିଲେ। ତେବେ ଡିପି ପରିବର୍ତ୍ତନ ପରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର, ଗୋଆ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଭାଜପା ମୁଖପାତ୍ର ସମ୍ବିତ ପାତ୍ରଙ୍କ ଭଳି ବରିଷ୍ଠ ଭାଜପା ନେତାଙ୍କ ଟୁଇଟରରୁ ଗୋଲେଡେନ୍‌ ବ୍ଲୁ ଟିକ୍‌ ଉଭାନ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚହଳ ପକାଇଲେ ବିରାଟ କୋହଲି: ରୋହିତ ଶର୍ମାଙ୍କ ପାଇଁ ସତର୍କ ଘଣ୍ଟି

ନୂଆଦିଲ୍ଲୀ,୧୦।୧୧: ନିକଟରେ ଦକ୍ଷିଣ ଆଫ୍ରିକା ବିପକ୍ଷ ବିରାଟ କୋହଲିଙ୍କ ଚମତ୍କାରିତା ପ୍ରଥମେ ପଡ଼ିଆରେ ଦେଖାଯାଇଥିଲା। ଏବଂ ଏବେ ଏହି ଅଭିଜ୍ଞ ଖେଳାଳି ICC ରାଙ୍କିଙ୍ଗରେ ମଧ୍ୟ...

ରଣବୀରଙ୍କ ମୁଭି ‘ଧୁରନ୍ଧର’କୁ ନେଇ ବେଲୁଚିସ୍ତାନରେ ହଙ୍ଗାମା, ଆସିଲା ଅନେକ ଅଭିଯୋଗ

ଇସଲାମାବାଦ,୯।୧୨: ରଣବୀର ସିଂହଙ୍କ ନୂଆ ମୁଭି, ‘ଧୁରନ୍ଧର’ ବକ୍ସ ଅଫିସରେ ଏକ ଭଲ ଆରମ୍ଭ କରିଛି, କିନ୍ତୁ କାହାଣୀର କିଛି ଅଂଶ ଏକ ନୂଆ ବିବାଦ...

ତୁମ ପାଇଁ ଅଛି ମୁଁ

ମୁଁ ତୁମ ପାଇଁ/ତୁମେ ମୋ ପାଇଁ/କୋଳାକୋଳି ହେବା ଆମେ / ଦୁହେଁ ଦୁହିଁଙ୍କ ପାଇଁ/ ସବୁକିଛି ଆମର/ ପର କଥା କି ଦରକାର /ବାକି ଯାହା...

ଓଡ଼ିଶା: ଆଜିର ଫଟୋ (୧ ଡିସେମ୍ବର, ୨୦୨୫ )

BJEM School – ୫୧ତମ ବାର୍ଷିକ କ୍ରୀଡା ମହୋତ୍ସବ ଉଦ୍ଘାଟନ ଉତ୍ସବ

‘ତୁମ ପାଇଁ ସେନାରେ ସ୍ଥାନ ନାହିଁ’ ଇସାଇ ଅଧିକାରୀଙ୍କୁ କାହିଁକି ଏମିତି କହିଲେ କୋର୍ଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୧୧: ମଙ୍ଗଳବାର ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଜଣେ ଖ୍ରୀଷ୍ଟିଆନ ସେନା ଅଧିକାରୀଙ୍କ ଦ୍ୱାରା ଦାୟର ଏକ ଆବେଦନର ଶୁଣାଣି କରିଥିଲେ। ଗୁରୁଦ୍ୱାରରେ ପ୍ରାର୍ଥନାରେ ଯୋଗ ଦେବାକୁ...

ହ୍ୟୁମାନଙ୍କ ମୃତ୍ୟୁ ପଛରେ ଷଡ଼ଯନ୍ତ୍ର…

ଭୁବନେଶ୍ୱର,୨୪।୧୧: ହ୍ୟୁମାନ ମୃତ୍ୟୁକୁ ନେଇ ତେଜୁଛି ଅସନ୍ତୋଷ। ଗୃହ ବିଭାଗର ଦ୍ୱାରସ୍ଥ ହେଲା ଓଡ଼ିଶା ସିଭିଲ ସୋସାଇଟି। ନିରପେକ୍ଷ ତଦନ୍ତ ସହ ମୃତ୍ୟୁ ରହସ୍ୟ ଉନ୍ମୋଚନ...

ଧର୍ମେନ୍ଦ୍ର ଚାହୁଁ ନ ଥିଲେ ହେମାମାଳିନୀ ରାଜନୀତି କରନ୍ତୁ….

ବଲିଉଡ ଭେଟେରାନ ଅଭିନେତା ଧର୍ମେନ୍ଦ୍ରଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ଆଉ କେଇଟା ଦିନ ପରେ ଡିସେମ୍ବର ୮ରେ ସେ ତାଙ୍କର ଜନ୍ମଦିନ ପାଳନ...

ନିର୍ବାଚନ ଫଳାଫଳ ପୂର୍ବରୁ ଲାଗିଲା ନୀତୀଶଙ୍କ ପୋଷ୍ଟର, ସମର୍ଥକ କହିଲେ ଟାଇଗର…

ପାଟନା,୧୩।୧୧: ବିହାରର ୨୪୩ ବିଧାନସଭା ଆସନର ଫଳାଫଳ ଘୋଷଣା ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଥିବା ବେଳେ, ଅନେକ ଏକଜିଟ ପୋଲ ପ୍ରକାଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri