Posted inUncategorized

ଡିପି ପରିବର୍ତ୍ତନ ପରେ ଭାଜପା ନେତାଙ୍କ ଟୁଇଟରରୁ ଗୋଲଡେନ୍‌ ଟିକ୍‌ ଉଭାନ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ଲୋକଙ୍କୁ ସେମାନଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟର ଡିସପ୍ଲେ ପିକ୍ସଚର(ଡିପି) ପରିବର୍ତ୍ତନ କରି ତ୍ରିରଙ୍ଗା ରଖିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଥିଲେ। ଏହା ପରେ ଲୋକଙ୍କ ସମେତ ନେତାମାନେ ନିଜ ନିଜ ସୋସିଆଲ ମିଡିଆ ଆକାଉଣ୍ଟର ଡିପି ପରିବର୍ତ୍ତନ କରିଥିଲେ। ତେବେ ଡିପି ପରିବର୍ତ୍ତନ ପରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର, ଗୋଆ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଭାଜପା ମୁଖପାତ୍ର ସମ୍ବିତ ପାତ୍ରଙ୍କ ଭଳି ବରିଷ୍ଠ ଭାଜପା ନେତାଙ୍କ ଟୁଇଟରରୁ ଗୋଲେଡେନ୍‌ ବ୍ଲୁ ଟିକ୍‌ ଉଭାନ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Odisha Floods: ବନ୍ୟା କ୍ଷୟକ୍ଷତିର ରିପୋର୍ଟ ୩ ଦିନ ମଧ୍ୟରେ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧।୮: ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତି ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri