Posted inଫୁରସତ

ଗୋଲ୍ଡେନ ଟ୍ରି

ପ୍ରକୃତି ଅନେକ ବିସ୍ମୟରେ ଭରି ରହିଥାଏ। ସେହିଭଳି ଏକ ବିସ୍ମୟ ଚାଇନାର ଝୋଙ୍ଗନାନ ପର୍ବତ ଉପରେ ଥିବା ଗୁ ଗୁଆନି୍ୟନ୍‌ ବୁଦ୍ଧ ମନ୍ଦିରରେ ଦେଖିବାକୁ ମିଳେ। ଏଠାରେ ଅଛି ଏକ ୧୪୦୦ ବର୍ଷ ପୁରାତନ ଗଛ, ଯାହା ‘ଗୋଲ୍ଡେନ ଟ୍ରି’ ବା ‘ଜିଙ୍କଗୋ’ ନାମରେ ପରିଚିତ। ପତ୍ରଝଡା ସମୟରେ ଏହି ଗଛର ପତ୍ରସବୁ ସୁନେଲି ରଙ୍ଗରେ ପରିବର୍ତ୍ତିତ ହୋଇଯାଏ। ଲାଗେ ସତେଯେମିତି ଗଛଟି ସୁନାର ପତ୍ରରେ ଲଦି ହୋଇ ରହିଛି। ଗଛରେ ଏହି ସୁବର୍ଣ୍ଣ ପତ୍ର ୨୦ଦିନ ରହିବା ପରେ ଝଡିବା ଆରମ୍ଭ ହୁଏ। ଗଛର ଚତୁଃପାର୍ଶ୍ୱ ସୁନେଲି ହୋଇଯାଏ। ଆଉ ଏକ ଦିବ୍ୟ ବାତାବରଣ ସୃଷ୍ଟି କରେ। ଏହି ଦୃଶ୍ୟ ‘ଅଟମନ୍‌ ଗୋଲ୍ଡ’ ନାମରେ ପରିଚିତ। ଏହାକୁ ଦେଖିବା ଲାଗି ପ୍ରତିବର୍ଷ ପ୍ରାୟ ୬୦ ହଜାରରୁ ଉର୍ଦ୍ଧ୍ୱ ପର୍ଯ୍ୟଟକ ଆସନ୍ତି। ଅନ୍‌ଲାଇନ୍‌ ବୁକିଂର ବ୍ୟବସ୍ଥା ବି ଅଛି। କୁହାଯାଏ ଏହି ଗଛକୁ ତାଙ୍ଗ୍‌ ରାଜବଂଶ ଉକ୍ତ ମଠରେ ଲଗାଇଥିଲେ। ଆଉ ମଠର ସକାରାତ୍ମକ ଉର୍ଜା ଗଛଟିକୁ ବଞ୍ଚାଇ ରଖିଥିବା ବିଶ୍ୱାସ କରାଯାଏ। ଉକ୍ତ ଗଛର ପତ୍ରକୁ ଚାଇନାରେ ଔଷଧ ପାଇଁ ମଧ୍ୟ ବ୍ୟବହାର କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?