Posted inଫୁରସତ

ଦେଶର ବିକାଶରେ ସୁଶାସନ

ଦେଶର ବିକାଶରେ ସୁଶାସନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏନେଇ ସଚେତନତା ସୃଷ୍ଟି ଲାଗି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ୨୫ ଡିସେମ୍ବରକୁ ଭାରତରେ ପ୍ରତିବର୍ଷ ସୁଶାସନ ଦିବସ ପାଳନ କରାଯାଏ । ଦେଶପ୍ରତି ବାଜପେୟୀଙ୍କ ଅବଦାନକୁ ସମ୍ମାନ ଜଣାଇବା ପରିପ୍ରେକ୍ଷୀରେ ୨୦୧୪ ଡିସେମ୍ବର ୨୫ ଦିନ ତାଙ୍କ ୯୦ତମ ଜୟନ୍ତୀକୁ ସୁଶାସନ ଦିବସ ଭାବେ ପାଳନ କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ।
ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏବଂ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତ ରତ୍ନ ବିଜେତା ଭାବରେ ୨୩ ଡିସେମ୍ବର ୨୦୧୪ରେ ଭାରତୀୟ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କଦ୍ୱାରା ଘୋଷଣା କରାଯାଇଥିଲା । ଏହି ଘୋଷଣା ପରିପ୍ରେକ୍ଷୀରେ ତତ୍କାଳୀନ ନବନିର୍ବାଚିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶାସନ ସ୍ଥିର କରିଥିଲା ଅଟଳ ବିହାରୀଙ୍କ ଜନ୍ମ ବାର୍ଷିକୀକୁ ଭାରତରେ ପ୍ରତିବର୍ଷ ସୁଶାସନ ଦିବସ ଭାବରେ ପାଳନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?