ସାକ୍ଷାତ୍‌କାରରେ ସଫଳତା ଲାଗି…

ଶିକ୍ଷାଗତ ଯୋଗ୍ୟତା ସତ୍ତ୍ୱେ ଅନେକ ସମୟରେ ସାକ୍ଷାତ୍‌କାରରେ ବିଫଳତା ମିଳିଥାଏ। ତେବେ ଏଥିରେ ସଫଳ ହେବା ପାଇଁ ବିଭିନ୍ନ ଦିଗରୁ ପ୍ରସ୍ତୁତି କରିବାକୁ ହେବ। ସାକ୍ଷାତକାର ଦେବାକୁ ଯିବା ପୂର୍ବରୁ ସର୍ବପ୍ରଥମେ କେଉଁ ସବୁ ବିଷୟରେ ଆପଣଙ୍କୁ ପ୍ରଶ୍ନ ଆସିବ ସେନେଇ ପ୍ରସ୍ତୁତ ହୁଅନ୍ତୁ। ନଚେତ୍‌ ସେହି ସବୁ ବିଷୟରେ ପ୍ରଶ୍ନର ଉତ୍ତର ଦେଇ ନ ପାରିଲେ ଆପଣଙ୍କ ଅଜ୍ଞତାକୁ ନେଇ ସେଠାରେ ଭିନ୍ନ ପରିସ୍ଥିତି ସୃଷ୍ଟି ହୋଇପାରେ।
ନିଜର ଆଗ୍ରହ ଥିବା କ୍ଷେତ୍ରରେ ହିଁ କ୍ୟାରିୟର ଚୟନ କରନ୍ତୁ। ଫଳରେ ଏ କ୍ଷେତ୍ରରେ ଆପଣ ନିଜ ଆଡୁ ଭିନ୍ନ କିଛି କରିବା ପାଇଁ ପ୍ରୟାସ କରିବେ। ଫଳରେ ଆପଣ ଏ କ୍ଷେତ୍ରରେ ନିଜକୁ ଇଣ୍ଟରଭ୍ୟୁରେ ଯୋଗ୍ୟ ପ୍ରମାଣିତ କରିପାରିବେ।
ସାକ୍ଷାତକାର ନିମନ୍ତେ ପ୍ରତିଦିନ ଅଭ୍ୟାସ କରନ୍ତୁ। କିଭଳି ସମସ୍ତଙ୍କ ସାମ୍ନାରେ କହିବେ ସେକଥା ଭାବି ପ୍ରସ୍ତୁତ ହୁଅନ୍ତୁ। ସଫଳ ନ ହେବା ପର୍ଯ୍ୟନ୍ତ ବାରମ୍ବାର ବିଷୟବସ୍ତୁ ପଢ଼ନ୍ତୁ। ଏହା ସହ ନିଜ ବ୍ୟକ୍ତିତ୍ୱ ବଢ଼ାଇବାକୁ ପ୍ରୟାସ କରନ୍ତୁ।
ସାକ୍ଷାତକାରକୁ ଯିବା ସମୟରେ ପରିଧାନର ଏକ ବିଶେଷ ଗୁରୁତ୍ୱ ରହିଥାଏ। ସେଥିପ୍ରତି ଧ୍ୟାନ ଦେବାକୁ ଭୁଲନ୍ତୁ ନାହିଁ। ଯେଉଁ କମ୍ପାନୀକୁ ଇଣ୍ଟରଭ୍ୟୁ ଦେବାକୁ ଯାଉଛନ୍ତି ସେଠି ଅନ୍ୟମାନେ କିଭଳି ପୋଷାକ ପିନ୍ଧୁଛନ୍ତି ଲକ୍ଷ୍ୟ କରନ୍ତୁ। ସେହି ଅନୁସାରେ ନିଜେ ପ୍ରସ୍ତୁତ ହୋଇ ଯାଆନ୍ତୁ।
ଏହି ସମୟରେ ଆତ୍ମବିଶ୍ୱାସ ହରାନ୍ତୁ ନାହିଁ। କୌଣସି ବିଷୟରେ ଜାଣିନାହାନ୍ତି ଭାବି ଆଦୌ ନର୍ଭସ ହୁଅନ୍ତୁ ନାହିଁ। ବରଂ ଆତ୍ମବିଶ୍ୱାସ ଥିବା ଅନୁଭବ କଲେ ଆପଣ ସଫଳ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?