କଳାଜାଇ ଅଙ୍ଗର କେଉଁଠି ରହିଲେ ଶୁଭ

କଳାଜାଇକୁ ସାଧାରଣତଃ ବ୍ୟୁଟି ସ୍ପଟ୍‌ ବୋଲି କୁହାଯାଇଥାଏ। କିନ୍ତୁ ଏହା ବି ଅନେକ ସମୟରେ ଆମକୁ ଶୁଭ, ଅଶୁଭର ସୂଚନା ଦେଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ତେବେ ଶରୀରର କେଉଁ ଅଙ୍ଗରେ କଳାଜାଇ ଥିଲେ କି ସୂଚନା ମିଳିଥାଏ ଆସନ୍ତୁ ଜାଣିବା ସେ ସମ୍ପର୍କରେ…
ଯାହାଙ୍କ ନାକରେ କଳାଜାଇ ଥାଏ, ସେମାନେ ଖୁବ୍‌ ଭାଗ୍ୟଶାଳୀ ହୋଇଥାନ୍ତି ଓ ଜୀବନରେ ଖୁବ୍‌ ଉନ୍ନତି କରିଥାନ୍ତି। କଷ୍ଟ କରି ସଫଳତା ପାଇବାରେ ତାଙ୍କର ବିଶ୍ୱାସ ରହିଥାଏ। ସେଥିପାଇଁ ସମସ୍ତେ ତାଙ୍କୁ ଖୁବ୍‌ ଭଲ ପାଇଥାନ୍ତି।
ଯେଉଁ ବ୍ୟକ୍ତିଙ୍କ ତାଳୁ ଉପରେ କଳାଜାଇ ଥାଏ ସେ ପୁରୁଷ ହୁଅନ୍ତୁ ଅବା ମହିଳା, ସେମାନେ ଧନବାନ୍‌, ପ୍ରତିଷ୍ଠିତ ହେବା ସହ ଜୀବନରେ ଖୁବ୍‌ ଲୋକପ୍ରିୟତା ହାସଲ କରିଥାନ୍ତି।
କିନ୍ତୁ ତାଳୁକୁ ଛାଡ଼ି ମୁଣ୍ଡର ଅନ୍ୟ କେଉଁ ସ୍ଥାନ ଯେପରିକି ପଛପଟ ଅଥବା ମଥାର ଡାହାଣ ପଟେ କଳାଜାଇ ରହିବା ସେତେଟା ଶୁଭଫଳ ଦେଇ ନ ଥାଏ। ଏହି ସ୍ଥାନରେ କଳାଜାଇ ଥିବା ବ୍ୟକ୍ତିଙ୍କ ଜୀବନ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥାଏ ବୋଲି କୁହାଯାଏ।
କାନ ଉପରେ କଳାଜାଇ ରହିବା ବୁଦ୍ଧିମାନ ତଥା ଚତୁରତାର ସଙ୍କେତ ଦେଇଥାଏ। ସେମାନେ ନିଜ ବୁଦ୍ଧି ବଳରେ ବହୁତ ଟଙ୍କା ଅର୍ଜନ କରିଥାନ୍ତି। କିନ୍ତୁ ସ୍ବଭାବରେ ଏମାନେ ଖୁବ୍‌ ଖର୍ଚ୍ଚି ହୋଇଥାନ୍ତି।
ମୁହଁର ବାମପଟେ କଳାଜାଇ ରହିବା ବିଶେଷ ଶୁଭଫଳ ଦେଇ ନ ଥାଏ। ହେଲେ ମୁହଁର ଡାହାଣ ପଟେ କିମ୍ବା ମଝି ଭାଗରେ କଳାଜାଇ ରହିଥିବା ବ୍ୟକ୍ତିମାନେ ଖୁବ୍‌ ଭାଗ୍ୟଶାଳୀ ହୋଇଥାନ୍ତି।
*ସେହିପରି ଡାହାଣ ପଟ ପତା ଉପରେ କଳାଜାଇ ଥିଲେ ସେମାନେ ଧାର୍ମିକ ସ୍ବଭାବର ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri